Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

କାଲିଠୁ ସଂସଦର ଶୀତକାଳୀନ ଅଧିବେଶନ ; ଆଜି ବସୁଛି ସର୍ବଦଳୀୟ ବୈଠକ

10/12/2018 at 10:48 AM

ନୂଆଦିଲ୍ଲୀ ୧୦|୧୨: ସଂସଦରେ ଶୀତକାଳୀନ ଅଧିବେଶନକୁ ସୁରୁଖୁରରେ ଚଳାଇବା ପାଇଁ ଆଜି ସରକାରଙ୍କ ପକ୍ଷରୁ ସର୍ବଦଳୀୟ ବୈଠକ ଡକାଯାଇଛି। ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ଏହା ଶେଷ ପୂର୍ଣ୍ଣକାଳୀନ ଅଧିବେଶନ ହେବ। କାଲି ଛତିଶଗଡ, ମଧ୍ୟପ୍ରଦେଶ, ରାଜସ୍ଥାନ, ତେଲେଙ୍ଗାନା ଓ ମିଜୋରାମ ବିଧାନସଭା ନିର୍ବାଚନ ଭୋଟ ଗଣତି ହେବ। ନିର୍ବାଚନ ଫଳାଫଳ ସଂସଦର କାର୍ଯ୍ୟରେ କିଛି ଛାଇପକାଇବ ବୋଲି ଆଶା କରାଯାଉଛି। ଏଥର ଶୀତକାଳୀନୀ ଅଧିବେଶନରେ ସରକାର ଟ୍ରିପଲ ତଲାକ୍ ବିଲକୁ ପାରିତ କରାଇବାକୁ ଚାହିଁବେ। ଏହି ବିଲଟି ଏବେ ରାଜ୍ୟସଭାରେ ଅଛି। ଅଧିବେଶନେ  ଡିସେମ୍ବର ୧୧ରୁ ଜାନୁଆରୀ ୮ ପର୍ଯ୍ୟନ୍ତ ଚାଲିବ। ଏଥିରେ ମୋଟ ୨୦ଟି କାର୍ଯ୍ୟ ଦିବସ ରହିଛି। ଶୀତକାଳୀନ ଅଧିବେଶନରେ ରାଜ୍ୟସଭାରେ ୮ଟି ଓ ଲୋକସଭାରେ ୧୫ଟି ବିଲ୍ ଉପସ୍ଥାପନ କରାଯିବାର କାର୍ଯ୍ୟକ୍ରମ ରହିଛି।

   Related Posts