Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର ; ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ଗଣେଶ ନଗରରେ ପୁଲିସ୍ ର ଚଢାଉ
  • ||
  • ନକଲି ଟମାଟ, ଚିଲି, ସୋୟା ସୋସ୍ ୟୁନିଟ୍ ଉପରେ ଚଢାଉ
  • ||
  • କେତେ ପରିମାଣର ନକଲି ସାମଗ୍ରୀ ଜବତ, ତାହା ତଦନ୍ତ ପରେ ଜଣାପଡିବ ବୋଲି ପୁଲିସର ସୂଚନା
  • ||
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||

ଜାନୁଆରୀରେ ସବୁ ଶନିବାର ବନ୍ଦ ରହିବ କୋର୍ଟ

3/01/2021 at 10:48 AM

କଟକ,୦୩/୦୧: ଚଳିତ ଜାନୁଆରୀ ମାସର ପ୍ରତ୍ୟେକ ଶନିବାର ହାଇକୋର୍ଟ ବନ୍ଦ ରହିବ । ଏହାର ଅଫିସ୍‌, ଅନ୍ୟାନ୍ୟ ନିମ୍ନ ଅଦାଲତ, ଟ୍ରିବ୍ୟୁନାଲ ଏବଂ ଏହାର ଅଫିସ୍‌ ସବୁ ଆଦି ବନ୍ଦ ରହିବ ବୋଲି ସୂଚନା ମିଳିଛି।

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ଘୋଷଣା କରିଛନ୍ତି । ସେହି ଆଧାରରେ ହାଇକୋର୍ଟ ରେଜିଷ୍ଟ୍ରାର ଜେନେରାଲଙ୍କ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି ।

   Related Posts