Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲିଙ୍ଗରାଜ ମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ବହୁ ସେବାୟତ କୋଭିଡ୍‌ ପଜିଟଭ୍‌ ଚିହ୍ନଟ
  • ||
  • କେକେଆରକୁ ୨୦୫ ରନ୍‌ର ବିଜୟ ଲକ୍ଷ ଦେଲା ଆରସିବି
  • ||
  • କରୋନା ଯୋଗୁଁ ପଶ୍ଚିମବଙ୍ଗରେ ନିଜର ସବୁ ରାଲି ବାତିଲ କଲେ ରାହୁଲ ଗାନ୍ଧୀ: ସୋସିଆଲ ମିଡ଼ିଆରେ ହେଉଛି ପ୍ରଶଂସା
  • ||
  • ଏପ୍ରିଲରେ ଭୟାବହ ରୂପ ନେଇଛି କରୋନା: ୧୮ ଦିନରେ ୨୬ ଲକ୍ଷରୁ ଅଧିକ ମାମଲା
  • ||
  • ଦାରିଙ୍ଗବାଡ଼ି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାଗ୍ରସ୍ତ : ନାବାଳକ ମୃତ, ୨ ଗୁରୁତର
  • ||
  • JEE ମେନ୍‌ ୨୦୨୧ ସ୍ଥଗିତ, ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ନେସନାଲ୍ ଟେଷ୍ଟିଂ ଏଜେନ୍ସିର ନିଷ୍ପତ୍ତି
  • ||
  • କରୋନା ସଂକ୍ରମଣ ଚିନ୍ତା, ଆଗୁଆ ପଦକ୍ଷେପ : ୪ରୁ ୫ ଗୁଣ ବଢିବ ବେଡ୍ ସଂଖ୍ୟା
  • ||
  • ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ, ୧୯୪୪ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ମିଳିଲାନି ଅମ୍ଳଜାନ, ଜୀବନ ହାରିଲେ ୬ କରୋନା ଆକ୍ରାନ୍ତ
  • ||
  • ଜୟପୁର ସବ୍ ଜେଲରେ ରେଡ୍, ଏସ୍‌ପି ଓ ଉପ ଜିଲ୍ଲାପାଳ ସାମିଲ
  • ||

ଆସନ୍ତାକାଲି ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ୍ ଛୁଟି

4/03/2021 at 10:04 PM

ଭୁବନେଶ୍ଵର ୦୪।୦୩: ପଞ୍ଚାୟତିରାଜ ଦିବସ ପାଇଁ ଆସନ୍ତାକାଲି ରାଜ୍ୟର ସମସ୍ତ ସ୍କୁଲ ଓ  କଲେଜ୍ ବନ୍ଦ ରହିବ। ଏ ନେଇ ଗୁରୁବାର ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ଏଥିସହ ରାଜ୍ୟର ସମସ୍ତ ବିଶ୍ଵ ବିଦ୍ୟାଳୟ ଓ ଉଚ୍ଚ ଶିକ୍ଷା ଅଧିନ ସମସ୍ତ ଡିଗ୍ରୀ କଲେଜ୍ ମଧ୍ୟ ଛୁଟି ରହିବ। କାଲିର ଛୁଟି ପାଇଁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶାନାମା ଜାରି କରାଯାଇଛି। ସୂଚନାଯୋଗ୍ୟ, ଗ୍ରୀଷ୍ମ ପ୍ରବାହ ଯୋଗୁଁ ରାଜ୍ୟରେ ସକାଳୁଆ ପାଠପଢା ଚାଲିଛି।

   Related Posts