Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ଭଦ୍ରକରେ ବଢୁଛି କରୋନା ସଂକ୍ରମଣ, ସକାଳ ୫ଟାରୁ ଅପରାହ୍ନ ୨ଟା ଯାଏଁ ଖୋଲା ରହିବ ଦୋକାନ ବଜାର

30/04/2021 at 1:16 PM

ଭଦ୍ରକ ୩୦।୪: ରାଜ୍ୟରେ ବଢୁଛି କରୋନା ସଂକ୍ରମଣ । ଦୈନିକ ସଂକ୍ରମଣ ହାର ମଧ୍ୟ ବଢି ବଢି ଚାଲିଛି । ଭଦ୍ରକରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ମେ’ ମାସ ୩ ତାରିଖରୁ ଭଦ୍ରକରେ ସକାଳ ୫ଟାରୁ ଦିନ ୨ଟା ପର୍ଯ୍ୟନ୍ତ ପୌରପାଳିକା ଅଞ୍ଚଳରେ ଖୋଲା ରହିବ ଦୋକାନ । ସୋମବାରରୁ ଶୁକ୍ରବାର ପର୍ଯ୍ୟନ୍ତ ନିର୍ଦ୍ଧାରିତ ସମୟରେ ଦୋକାନ ଖୋଲିବ । ସଂକ୍ରମଣକୁ ଦୃଷ୍ଟିରେ ରଖି ବଣିକ ସଂଘ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ଏହାକୁ ସମସ୍ତେ ପାଳନ କରିବାକୁ ସଂଘ ପକ୍ଷରୁ ଅନୁରୋଧ କରାଯାଇଛି ।

   Related Posts