Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ହାଇଦ୍ରାବାଦ : ପାଠ ପଢୁନଥିଲା ବୋଲି ୧୦ ବର୍ଷର ପୁଅକୁ ଜିଅନ୍ତା ଜାଳିଦେଲା ବାପା, ପୋଡିଯାଇଛି ଶରୀରର ୬୫ ଭାଗ
  • ||
  • ବଡବିଲ : ନର୍ଭେରାମ ଖଣି କାର୍ଯ୍ୟାଳୟରେ ଆୟକର ଚଢାଉ, ବିଭିନ୍ନ କାଗଜପତ୍ରର ଯାଞ୍ଚ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୨ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ଦୀର୍ଘ ୯ମାସ ପରେ ଖୋଲିଲା ଭଦ୍ରକର ବିଭିନ୍ନ ମନ୍ଦିର, କୋଭିଡ଼ କଟକଣା ମଧ୍ୟରେ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

3/01/2021 at 10:01 AM

ଭଦ୍ରକ ୦୩।୦୧ :  ଦୀର୍ଘ ୯ମାସର ବ୍ୟବଧାନ ପରେ ରାଜ୍ୟରେ ବିଭିନ୍ନ ମନ୍ଦିର ସାଧାରଣଲୋକଙ୍କ ଦର୍ଶନ ନିମନ୍ତେ ଖୋଲିଛି । ଏହିପରିପ୍ରେକ୍ଷୀରେ ଭଦ୍ରକର ଆଖଣ୍ଡଳମଣିଙ୍କ ସମେତ ଆରାଧ୍ୟ ଦେବୀ ମା ଭଦ୍ରକାଳୀଙ୍କ ମନ୍ଦିର ମଧ୍ୟ ସାଧାରଣ ଦର୍ଶନ ପାଇଁ ଖୋଲିଛି ।

କରୋନା ସଂକ୍ରମଣ ପାଇଁ ରାଜ୍ୟର ସମସ୍ତ ମନ୍ଦିର ଓ ଧର୍ମାନୁଷ୍ଠାନ ବନ୍ଦ ରହିଛି । ମାସ ମାସ ଧରି ମାଆଙ୍କୁ ଦର୍ଶନ କରି ନପାରି ବ୍ୟାକୁଳ ଭାବେ ଅପେକ୍ଷା କରିଥିବା ଶ୍ରଦ୍ଧାଳୁ  ମାନେ ଆଜି ମାଆ ଙ୍କୁ ଦର୍ଶନ କରିବା ପାଇଁ ମନ୍ଦିରକୁ ଛୁଟି ଆସିଛନ୍ତି । କୋଭିଡ କଟକଣା ମଧ୍ୟରେ ମାଆଙ୍କୁ ଦର୍ଶନ କରାଯିବାର ବ୍ୟବସ୍ଥା ରହିଛି । ଦୀର୍ଘ  ଦିନ ପରେ ମନ୍ଦିର ଖୋଲୁଥିବାରୁ, ସକାଳୁ ସକାଳୁ କେଉଁ ଦୂର ଦୂରାନ୍ତରୁ ଶ୍ରଦ୍ଧାଳୁ  ମାନେ ପିଠକୁ ଛୁଟି ଆସିଛନ୍ତି । ଶ୍ରଦ୍ଧାଳୁ ମାନେ କିପରି ଶୃଙ୍ଖଳିତ ଭାବେ ମାଆଙ୍କୁ ଦର୍ଶନ କରିବେ। ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି । ପ୍ରଶାସନର ସମସ୍ତ ପ୍ରକାରର କୋଭିଡ କଟକଣା ପାଳନ କରି ଶ୍ରଦ୍ଧାଳୁ ମାନେ ମାଆଙ୍କୁ ଦର୍ଶନ କରୁଛନ୍ତି ।


   Related Posts