Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ସ୍ଥାନୀୟ ବିଜେଡି ନେତା ପୁଲିସକୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଅଭିଯୋଗ

1/10/2019 at 10:13 PM

ଝାରସୁଗୁଡା – ପୁଲିସ ଗାଡି ଯାଞ୍ଚ କରୁଥିବାବେଳେ ଶାସକ ଦଳର ଜୈନେକ ବିଧାୟକଙ୍କ ପାଖ ଲୋକ ଓ ସ୍ଥାନୀୟ ବିଜେଡି ନେତା ପୁଲିସକୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଅଭିଯୋଗ ହୋଇଛି ।
ସ୍ଥାନୀୟ ନେତା ଜଣକ ପୁଲିସକୁ ଦୁର୍ବ୍ୟବହାର ଦେଖାଇବା ସହ ଖରାପ ଭାଷାରେ ଗାଳି ଦେଇଥିବା ଅଭିଯୋଗ ହୋଇଛି । ଏହାର ଏକ ଭିଡିଓ ଏବେ ବିଭିନ୍ନ ସାମାଜିକ ଗଣମାଧ୍ୟମରେ ଭାଇରାଲ୍ ହୋଇଛି । ଏହା କ୍ଷମତାର ଅପ ବ୍ୟବହାର ବୋଲି ବିରୋଧି ଦଳ ପକ୍ଷରୁ ଅଭିଯୋଗ କରାଯାଇଛି ।ଏହା ବିରୋଧରେ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି ।

   Related Posts