ଡିକି ଭାଙ୍ଗି ଟଙ୍କା ଲୁଟ୍ ଅଭିଯୋଗ
13/07/2020 at 4:38 PM

ଭଦ୍ରକ୧୩/୭: ବାଇକ୍ ଡିକି ଭାଙ୍ଗି ଟଙ୍କା ଲୁଟ୍। ବ୍ଲକ କୃଷି କାର୍ଯ୍ୟାଳୟ ସମ୍ମୁଖରୁ ବାଇକ୍ ଡିକି ଭାଙ୍ଗି ଟଙ୍କା ଲୁଟ ଅଭିଯୋଗ। ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ କୃଷି କାର୍ଯ୍ୟାଳୟ ସମ୍ମୁଖରୁ ଜଣେ ଜନୈକ ବ୍ୟକ୍ତିଙ୍କ ମୋଟର ସାଇକେଲର ଡିକି ଭାଙ୍ଗି ୧ ଲକ୍ଷ ୩୨ ହଜାର ଲୁଟ୍ ଅଭିଯୋଗ ହୋଇଛି। ଘଟଣାସ୍ଥଳରେ ଭଣ୍ଡାରିପୋଖରୀ ପୋଲିସ୍ ପକ୍ଷରୁ ତନାଘନା ଆରମ୍ଭ ହୋଇଛି । ତେବେ ଅଭିଯୋଗକାରୀ ଜଣଙ୍କ କେଉଁଠୁ ଏତେ ପରିମାଣର ଟଙ୍କା ଆଣିଲେ , ଏ ନେଇ ପୋଲିସ୍ ପ୍ରାଥମିକ ତଦନ୍ତ ଆରମ୍ଭ କରିଛି ।
Related Posts
ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଆକ୍ରମଣ ଉଦ୍ୟମ
17 January 2021