Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରୀ ହତ୍ୟା ମାମଲା, SIT ତଦନ୍ତରେ ହାଇକୋର୍ଟ ସନ୍ତୁଷ୍ଟ- ବିଜେଡି
  • ||
  • ଶଙ୍ଖ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ, ୪ ଜଣ ହସ୍ପିଟାଲରେ ଭର୍ତ୍ତି
  • ||
  • ତାଳପଦର ବିଜୁ ସେତୁ ଭୁଶୁଡିବା ଘଟଣା: ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ ଅସିତ ପାତ୍ର ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

ଡିକି ଭାଙ୍ଗି ଟଙ୍କା ଲୁଟ୍ ଅଭିଯୋଗ

13/07/2020 at 4:38 PM

ଭଦ୍ରକ୧୩/୭: ବାଇକ୍ ଡିକି ଭାଙ୍ଗି ଟଙ୍କା ଲୁଟ୍। ବ୍ଲକ କୃଷି କାର୍ଯ୍ୟାଳୟ ସମ୍ମୁଖରୁ ବାଇକ୍‌ ଡିକି ଭାଙ୍ଗି ଟଙ୍କା ଲୁଟ ଅଭିଯୋଗ। ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ କୃଷି କାର୍ଯ୍ୟାଳୟ ସମ୍ମୁଖରୁ ଜଣେ ଜନୈକ ବ୍ୟକ୍ତିଙ୍କ ମୋଟର ସାଇକେଲର ଡିକି ଭାଙ୍ଗି ୧ ଲକ୍ଷ ୩୨ ହଜାର ଲୁଟ୍‌ ଅଭିଯୋଗ ହୋଇଛି। ଘଟଣାସ୍ଥଳରେ ଭଣ୍ଡାରିପୋଖରୀ ପୋଲିସ୍‌ ପକ୍ଷରୁ ତନାଘନା ଆରମ୍ଭ ହୋଇଛି । ତେବେ ଅଭିଯୋଗକାରୀ ଜଣଙ୍କ କେଉଁଠୁ ଏତେ ପରିମାଣର ଟଙ୍କା ଆଣିଲେ , ଏ ନେଇ ପୋଲିସ୍ ପ୍ରାଥମିକ ତଦନ୍ତ ଆରମ୍ଭ କରିଛି ।

   Related Posts