Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICSE ଦଶମ ଏବଂ ଦ୍ବାଦଶ ପରୀକ୍ଷା ସ୍ଥଗିତ
  • ||
  • ଭାରତ ଆସିବ ପଳାତକ ନିରବ ମୋଦି, ଅନୁମତି ଦେଲେ ବ୍ରିଟେନ୍‌ ଗୃହ ମନ୍ତ୍ରଣାଳୟ
  • ||
  • ଢେଙ୍କାନାଳ : ଶ୍ବଶୁର ଘର ପଛପଟୁ ଜ୍ବାଇଁଙ୍କ ଝୁଲନ୍ତା ମୃତଦେହ ଠାବ, ଆସିଥିଲେ ସ୍ତ୍ରୀଙ୍କୁ ମନାଇବାକୁ
  • ||
  • ବାଲିପାଟଣା : ମାତ୍ର ୮ଶହ ଟଙ୍କା ଉଧାର ପାଇଁ ଗଲା ଜୀବନ, ମହିଳା ମଣ୍ଡଳ ସଭାନେତ୍ରୀଙ୍କ ପୁଅ ମାଡରେ ଜଣଙ୍କର ମୃତ୍ୟୁ
  • ||
  • ପୂର୍ବତନ କେନ୍ଦ୍ରମନ୍ତ୍ରୀ ହରସିମରତ କୌର ବାଦଲ କରୋନା ପଜିଟିଭ୍
  • ||
  • ଭୁବନେଶ୍ବର : ସଂକ୍ରମଣ ଆଗକୁ ଆହୁରି ବଢି ବଢି ଚାଲିବ – ସ୍ବାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଗୀତିକାର ପଣ୍ଡିତ କିରଣ ମିଶ୍ରଙ୍କ ଦେହାନ୍ତ: ୧୫ ଦିନ ପୂର୍ବରୁ ନେଇଥିଲେ ଭ୍ୟାକସିନ୍
  • ||
  • ଦ୍ୱିତୀୟ ଥର ପାଇଁ କରୋନା ସଂକ୍ରମିତ ହେ​‌ଲେ ମୁଖ୍ୟମନ୍ତ୍ରୀ ବି. ଏସ୍‌. ୟେଦିୟୁରପ୍ପା, କିଛି ଦିନ ପୂର୍ବେ ନେଇଥିଲେ ଭ୍ୟାକସିନ୍‌
  • ||
  • ଭୁବନେଶ୍ବର : ଭୁବନେଶ୍ବର UPDରେ ଜାରି ହେବ ୧୪୪ ଧାରା, ୨୭ଟି ସ୍ଥାନରେ ମୁତୟନ ହେବେ ବ୍ୟାପକ ପୋଲିସ
  • ||
  • ଭୁବନେଶ୍ବର : ଦଳବିରୋଧୀ କାର୍ଯ୍ୟ ପାଇଁ ସୁନ୍ଦରଗଡର ୨ ବିଜେଡି ନେତା ନିଲମ୍ବିତ
  • ||

ବରିଷ୍ଠ ବିଜେଡି ବିଧାୟକ ଅମର ଶତପଥୀ ଆହତ

4/04/2021 at 2:52 PM

ଚଣ୍ଡିଖୋଲ ୦୪।୦୪: ବରିଷ୍ଠ ବିଜେଡି ବିଧାୟକ ଅମର ପ୍ରସାଦ ଶତପଥୀ ଆହତ ହୋଇଛନ୍ତି ।  ଆହତ ଅବସ୍ଥାରେ ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଚିକିତ୍ସା ପରେ ଘରକୁ ଫେରିଥିବା ଜଣାପଡିଛି ।

ଖବର ଅନୁଯାୟୀ, ରବିବାର ସକାଳେ ବିଧାୟକ ଅମର ଶତପଥୀ ଭୁବନେଶ୍ୱର ସ୍ଥିତ ରିଜିଓନାଲ ପାର୍କରେ ପ୍ରାତଃଭମ୍ରଣ କରୁଥିଲେ । ହଠାତ୍‌ ଏହି ସମୟରେ ଶେ ଅନ୍ୟମନସ୍କ ଭାବେ ଥିବା ଏକ ଗାତରେ ତାଙ୍କ ଗୋଡ ପଡିଯାଇଥିଲା । ଯାହାଫଳରେ କି ତାଙ୍କର ଡାହାଣ ଗୋଡକୁ ଆଘାତ ଲାଗିଥିଲା । ତୁରନ୍ତ ମାନ୍ୟବର ବିଧାୟକଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରୁ ଚିକିତ୍ସା ପରେ ଏବେ ସେ ଘରେ ବିଶ୍ରାମ ନେଉଛନ୍ତି । ତେବେ ଏହି ଅଘଟଣରେ ତାଙ୍କ ଡାହାଣ ଗୋଡ଼ର ପାଦକୁ ଜୋରଦାର ଆଘତ ଲାଗିଥିବା ସୂଚନା ମିଳିଛି ।

   Related Posts