Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ଖଲ୍ଲିକୋଟ ନିକଟରେ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ

23/06/2020 at 4:00 PM

ବ୍ରହ୍ମପୁର୨୩/୬: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ନିକଟରେ ଦୁର୍ଘଟଣା ଘଟିଛି। କନିଷି ତହସିଲଦାରଙ୍କୁ ବ୍ରହ୍ମପୁର କୋଭିଡ୍‌ ହସପିଟାଲରୁ କଟକ ସ୍ଥାନାନ୍ତର ବେଳେ ଖଲ୍ଲିକୋଟ ନିକଟରେ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣା ପରେ ଅନ୍ୟ ଏକ ଆମ୍ବୁଲାନ୍ସ ଯୋଗେ ସେମାନଙ୍କୁ କଟକ ହସ୍ପିଟାଲ ନିଆଯାଇଛି। ମିଳିଥିବା ସୂଚନା ଅନୁସାରେ, ଏହି ଦୁର୍ଘଟଣାରେ କେହି ଗୁରୁତର ଭାବେ ଆହତ ହୋଇ ନାହାନ୍ତି।

   Related Posts