ଖଲ୍ଲିକୋଟ ନିକଟରେ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ
23/06/2020 at 4:00 PM

ବ୍ରହ୍ମପୁର୨୩/୬: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ନିକଟରେ ଦୁର୍ଘଟଣା ଘଟିଛି। କନିଷି ତହସିଲଦାରଙ୍କୁ ବ୍ରହ୍ମପୁର କୋଭିଡ୍ ହସପିଟାଲରୁ କଟକ ସ୍ଥାନାନ୍ତର ବେଳେ ଖଲ୍ଲିକୋଟ ନିକଟରେ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣା ପରେ ଅନ୍ୟ ଏକ ଆମ୍ବୁଲାନ୍ସ ଯୋଗେ ସେମାନଙ୍କୁ କଟକ ହସ୍ପିଟାଲ ନିଆଯାଇଛି। ମିଳିଥିବା ସୂଚନା ଅନୁସାରେ, ଏହି ଦୁର୍ଘଟଣାରେ କେହି ଗୁରୁତର ଭାବେ ଆହତ ହୋଇ ନାହାନ୍ତି।
Related Posts
ଆହୁରି ୨ ଦିନ ଥରାଇବ, ଫେବ୍ରୁଆରୀ ପହିଲା ଯାଏଁ ଲୁଚକାଳି ଖେଳିବ ଶୀତ
17 January 2021
ରାଜଧାନୀରେ ବିଭିନ୍ନ ସ୍କୁଲ ପରିଦର୍ଶନ କଲେ ୫-ଟି ସଚିବ ଭି.କେ ପାଣ୍ଡିଆନ୍
17 January 2021
ଚିଲିକାରେ ଡ଼ଲଫିନ ଗଣନା ଆରମ୍ଭ
17 January 2021
ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
17 January 2021