Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଦ୍ମ ସମ୍ମାନ ଘୋଷଣା: ୩ଟି ବର୍ଗରେ ମୋଟ ୧୧୯ ଜଣ ପାଇବେ ସମ୍ମାନ
  • ||
  • ବଜେଟ୍‌ ଡେ’ରେ ପାର୍ଲାମେଣ୍ଟ ଚଲୋ: ଆନ୍ଦୋଳନକାରୀ କୃଷକ ଦେଲେ ଡାକରା
  • ||
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||

ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ

3/12/2020 at 3:43 PM

ସାଲେପୁର ୩।୧୨: କଟକ ଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥ ବଇଁଚୁଆ ଛକ ନିକଟରେ ଏକ ଘରୋଇ ଆମ୍ବୁଲାନ୍ସକୁ ଏକ କାର୍ ଧକ୍କା ଦେଇଛି । ଫଳରେ ଚାଳକ ଜଣଙ୍କ ଆହାତ ହୋଇଥିବା ଜଣାପଡିଛି । ଆମ୍ବୁଲାନ୍ସଟି ରୋଗୀ ଛାଡି ଫେରୁଥିବା ବେଳେ କାରଟି ଦ୍ରୁତ ଗତିରେ ଆସି  ଆମ୍ବୁଲାନ୍ସଟିକୁ ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା । ଫଳରେ ଆମ୍ବୁଲାନ୍ସଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା । ସୌଭାଗ୍ୟ ବଶତଃ ଆମ୍ବୁଲାନ୍ସଟିରେ କୌଣସି ରୋଗୀ ନଥିବା ବେଳେ ଚାଳକ ଜଣଙ୍କ ଆହାତ ହୋଇଥିବା ଜଣାପଡିଛି ।

   Related Posts