Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରଲୋକରେ ଦିବଙ୍ଗତ ଅଭିନେତା ବିଜୟ ମହାନ୍ତିଙ୍କ ମାଆ
  • ||
  • ଭୁବନେଶ୍ୱରରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ କୋଭିସିଲ୍ଡ ଟିକା, ୧୮ ବର୍ଷରୁ ୪୪ ବର୍ଷ ବୟସ୍କଙ୍କୁ ଦିଆଯିବ
  • ||
  • କୁକୁର ଆକ୍ରମଣରେ ହରିଣ ଗୁରୁତର, ଉଦ୍ଧାର କଲେ ଗାଁ ଲୋକେ…
  • ||
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ଟ୍ରକ୍-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା, ଡ୍ରାଇଭର ମୃତ

5/11/2020 at 2:30 PM

ଅନୁଗୋଳ ୫।୧୧: ଅନୁଗୋଳ ୪୯ ନମ୍ବର ଜାତୀୟ ରାଜପଥ ମୁକ୍ତାପଶି ନିକଟରେ ୧୦୨ ଆମ୍ବୁଲାନ୍ସ ଓ ଟ୍ରକ୍ ମଧ୍ୟରେ ଧକ୍କା ହୋଇଛି । ଦୁର୍ଘଟଣା ଫଳରେ ଆମ୍ବୁଲାନ୍ସ ଡ୍ରାଇଭରଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ବେଣୁଧର ନାଏକ । ସେ ଖମାର ଥାନା ଅନ୍ତର୍ଗତ ନିମିରିବେଡା ଗ୍ରାମରେ ବୋଲି ଜଣାପଡ଼ିଛି।

ସୂଚନା ଅନୁସାରେ କୌଣସି କାମରେ ପାଲଲହଡା ଡାକ୍ତରଖାନାରୁ ବନ୍ତଳା ଅଭିମୁଖେ ରୋଗୀ ଆଣିବାକୁ ଯାଉଥିଲା ବେଳେ ଦୁର୍ଘଟଣା ହୋଇଥିଲା । ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି । ପାଲଲହଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ପାଲଲହଡା ଡାକ୍ତରଖାନାକୁ ପୋଷ୍ଟ ମର୍ଟମ ପାଇଁ ପଠାଇଛି ।

   Related Posts