Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ଦେବଦୂତ ସାଜିଲେ ୧୦୮ ଆମୁଲାନ୍ସ କର୍ମଚାରୀ, ପାହାଡିଆ ରାସ୍ତାରେ ଗର୍ଭବତୀ ମହିଳାଙ୍କୁ ବୋହିଲେ ଷ୍ଟ୍ରେଚରରେ

20/09/2021 at 3:07 PM

ମୋହନା ୨୦।୯: ଦେବଦୂତ ସାଜିଲେ ୧୦୮ ଆମୁଲାନ୍ସ କର୍ମଚାରୀ । ଗର୍ଭବତୀ ମହିଳାଙ୍କୁ ଷ୍ଟ୍ରେଚରରେ ବୋହିଲେ ଆମ୍ବୁଲାନ୍ସ କର୍ମଚାରୀ । ପାହାଡିଆ ରାସ୍ତାରେ ୭ କିଲୋମିଟର କାନ୍ଧରେ ବୋହିଲେ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲ୍ଲା ମୋହନା ସିଙ୍କୁଳି ପଦର ଓଲୋଣ୍ଡା ଗ୍ରାମରେ। ଖବର ପାଇଁ ଆମୁଲାନ୍ସ ଗଲା ବେଳକୁ ରାସ୍ତା ଖରାପ ଥିବାରୁ ଗାଡି ଯିବା ସମ୍ଭବ ହୋଇନଥିଲା । ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ବିଦ୍ୟାଧର ସାହୁ, କର୍ମଚାରୀ ଓ ଡ୍ରାଇଭର ଏବଂ ପରିବାର ଲୋକ ମିଶି ଷ୍ଟ୍ରେଚରରେ ବୋହି ନେଇ ଆସି ଆମ୍ବୁଲାନ୍ସ ଯୋଗେ ଚନ୍ଦ୍ରଗିରି ହସ୍ପିଟାଲରେ ପହଞ୍ଚିଥିଲେ। ଏବେ ମହିଳା ଜଣଙ୍କ ସୁରକ୍ଷିତ ଅଛନ୍ତି ।

   Related Posts