Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୂକମ୍ପରେ ଥରିଲା ଋଷ୍ ଏବଂ ଆର୍ଜେଣ୍ଟିନାରେ, ରିକ୍ଟର ସ୍କେଲରେ ୬.୪ ଓ ୬.୩ ତୀବ୍ରତା
  • ||
  • କରୋନା କବଳରୁ ବର୍ତ୍ତିବା ପାଇଁ ଶ୍ରୀଲଙ୍କା ଜେଲ୍‌ରେ କଏଦୀଙ୍କ ଭୟଙ୍କର ଦଙ୍ଗା : ୮ମୃତ
  • ||

ଟାୟାର ପଙ୍କଚର ଯୋଗୁଁ ରାସ୍ତାରେ ଅଧଘଣ୍ଟା ଅଟକିଲା ଆମ୍ବୁଲାନ୍ସ, ଗୁରୁତର ରୋଗୀଙ୍କୁ ନେଇ ଯାଉଥିଲା ବ୍ରହ୍ମପୁର ମେଡିକାଲ

4/10/2019 at 4:06 PM

ବ୍ରହ୍ମପୁର ୪।୧୦: ବ୍ରହ୍ମପୁର ହିଞ୍ଜିଳିର ମୁଖ୍ୟ ରାସ୍ତାରେ ଅଟକିଲା ୧୦୮ ଆମ୍ବୁଲାନ୍ସ । ଆମ୍ବୁଲାନ୍ସର ଟାୟାର ପଙ୍କଚର ହୋଇଯିବା ଯୋଗୁଁ ଆମ୍ବୁଲାନ୍ସକୁ ଅଟକାଇବାକୁ ପଡିଥିଲା । ଗାଡିରେ ଷ୍ଟେପିନ୍ ଟାୟାର ନଥିବାରୁ ଅଧଘଣ୍ଟାରୁ ଅଧିକ ସମୟ ପର୍ଯ୍ୟନ୍ତ ଆମ୍ବୁଲାନ୍ସ ଅଟକି ରହିଥିଲା ।

ସୂଚନାଯୋଗ୍ୟ ଯେ, ବ୍ରହ୍ମପୁର ବଡ଼ ମେଡିକାଲକୁ ଗୁରୁତର ଅବସ୍ଥାରେ ଜଣେ ସାପ କାମୁଡିଥିବା ମହିଳାଙ୍କୁ ଆମ୍ବୁଲାନ୍ସଟି ଭଞ୍ଜନଗର ମେଡିକାଲରୁ ବ୍ରହ୍ମପୁର ମେଡିକାଲ ଅଭିମୁଖେ ନେଇ ଯାତ୍ରା କରୁଥିଲା। ଗୁରୁତର ମହିଳା ହେଲେ ଭଞ୍ଜନଗର ହରିପୁରର ୫୦ ବର୍ଷ ବୟସ୍କା ସଚଳା ଗୌଡ । କିଛି ସମୟ ପରେ ଅନ୍ୟ ଏକ ୧୦୮ ଆମ୍ବୁଲାନ୍ସରେ ଗୁରୁତର ବ୍ୟକ୍ତିକୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା ।

   Related Posts