Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ : ପ୍ରତିକ୍ଷାର ଅନ୍ତ, ଆଜିଠୁ ବିନା କୋଭିଡ଼ ରିପୋର୍ଟରେ କାଳିଆ ଦର୍ଶନ
  • ||
  • ଆମେରିକାର ପ୍ରଥମ ମହିଳା ଉପରାଷ୍ଟ୍ରପତି ହେଲେ କମଳା ହ୍ୟାରିସ୍
  • ||
  • ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଜୋ ବାଇଡେନ୍‌
  • ||
  • ଆମେରିକାର ଉପ ରାଷ୍ଟ୍ରପତି ଭାବେ ଶପଥ ନେଲେ କମଳା ହ୍ୟାରିସ୍‌
  • ||
  • ଚାଷୀଙ୍କ ସହ ୧୦ମ ରାଉଣ୍ଡ ଆଲୋଚନା ଶେଷ, ସରକାର କହିଲେ ପ୍ରତ୍ୟାହାର ହେବନି କୃଷି ଆଇନ
  • ||
  • ପୋଖରୀରୁ ମିଳିଲା ମୁଣ୍ଡ ବିହୀନ ମୃତଦେହ, ପୋଲିସ ଆରମ୍ଭ କଲା ଖୋଳତାଡ଼
  • ||
  • ଢ଼େଙ୍କାନାଳ: ବନ ବିଭାଗର ଅତର୍କିତ ଚଢ଼ାଉ, ବିଭିନ୍ନ ବନ୍ୟଜନ୍ତୁଙ୍କ ଜାଲ ଜବତ, ୪ ଶିକାରୀ ଗିରଫ
  • ||
  • ବଲାଙ୍ଗୀର : ଟାଇଲ କାମ ବେଳେ ଅଘଟଣ, ଚାପି ହୋଇ ଜଣେ ଶ୍ରମିକ ମୃତ, ୨ ଗୁରୁତର
  • ||
  • ଢେଙ୍କାନାଳ : ଟ୍ରକ୍ ପଛରେ ଧକ୍କା ହେଲା ବାଇକ୍, ବାପା ମୃତ, ଝିଅ ଗୁରୁତର
  • ||
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||

ଭଦ୍ରକରେ ଆମ୍ବୁଲାନ୍ସ ଓଲଟି ରୋଗୀ ସହ ୪ ଗୁରୁତର ; ଆମ୍ବୁଲାନ୍ସ ଡ୍ରାଇଭର ଫେରାର

2/11/2018 at 2:45 PM

ଭଦ୍ରକ ୨/୧୧ : ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥ ଚିଙ୍ଗୁଡିପୁର ଛକ ନିକଟରେ ଓଳଟିପଡିଲା ଆମ୍ବୁଲାନ୍ସ | ଆମ୍ବୁଲାନ୍ସ ଓଲଟି ରୋଗୀସହ ୪ ଜଣ ଗୁରୁତର ହୋଇଛନ୍ତି | ଆମ୍ବୁଲାନ୍ସକୁ ଟ୍ରକ ସାଇଡ ମାରିଥିବା ସୂଚନା ମିଳିଛି | ରୋଗୀଙ୍କୁ ନେଇ ପଶ୍ଚିମବଙ୍ଗରୁ କଟକ ଯାଉଥିଲା ଆମ୍ବୁଲାନ୍ସ | ଘଟଣାସ୍ଥଳରୁ ଆମ୍ବୁଲାନ୍ସ ଡ୍ରାଇଭର ଫେରାର ରହିଛି| ଚାରି ଗୁରୁତରଙ୍କୁ ୧୦୮ଆମ୍ବୁଲାନ୍ସ ଯୋଗେ ଭଦ୍ରକ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି |

   Related Posts