Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ୨୦୨୧ରେ ଉଡିଲା ଚେନ୍ନାଇର ବିଜୟ ବାନା, କେକେଆରକୁ ୨୭ ରନରେ ହରାଇ ଚତୁର୍ଥ ଥର ଚାମ୍ପିଅନ
  • ||
  • ପଞ୍ଜାବ କଂଗ୍ରେସର ଅଧିନାୟକ ରହିବେ ସିଦ୍ଧୁ, ରାହୁଲଙ୍କୁ ଭେଟିବା ପରେ ଫେରାଇ ନେଲେ ଇସ୍ତଫା ପତ୍ର
  • ||
  • ସିଙ୍ଘୁ ବର୍ଡରରେ ଜଣେ ନିହଙ୍ଗଙ୍କ ଆତ୍ମ ସମର୍ପଣ, ଯୁବକଙ୍କ ହତ୍ୟାର ୧୫ ଘଣ୍ଟା ପରେ ସାମ୍ନାକୁ ଆସିଲା ପ୍ରଥମ ଅଭିଯୁକ୍ତ
  • ||
  • ପଣ୍ଡାଲ ଉପରେ ହୋଇଥିବା ଆକ୍ରମଣ ମଧ୍ୟରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଭାରତକୁ ଦେଲେ ଏହି ପରାମର୍ଶ
  • ||
  • ପୁଞ୍ଛରେ ଯବାନ-ଆତଙ୍କବାଦୀ ମୁହାଁମୁହିଁ, ୫ଦିନରେ ୭ ଯବାନ ସହିଦ: ରାଜପଥ ବନ୍ଦ, ଅପରେସନ୍ ଜାରି
  • ||
  • ଅକ୍ଟୋବର ୨୧ରୁ ଏକାଦଶ, ୨୫ରୁ ଖୋଲିବ ଅଷ୍ଟମ ଶ୍ରେଣୀ: ଗଣଶିକ୍ଷା ମନ୍ତ୍ରୀ
  • ||
  • ୨୫୦ ଲିଟର ଦେଶୀ ମଦ ଜବତ, ୫ ଗିରଫ
  • ||
  • ଅଭାବନୀୟ ଘଟଣା: ଯୁବକଙ୍କ ଗଳା କାଟି ବିଭତ୍ସ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ : ଘଉଡାଇଲା ବେଳେ ଅଳ୍ପକେ ବର୍ତ୍ତିଲେ ଚାଷୀ
  • ||
  • ସାଇକେଲରେ ଯାଉଥିଲେ କକା-ପୁତୁରା, ଟାଣି ଆଣି ଦଳିଦେଲା ହାତୀ
  • ||

ଆଜି ପୁରୀ ଆସୁଛନ୍ତି ଆମିକସ୍ କ୍ୟୁରୀ ଓ ସଲିସିଟର ଜେନେରାଲ, ଉଚ୍ଛେଦ ପ୍ରକ୍ରିୟାର ସ୍ଥିତି ଅନୁଧ୍ୟାନ କରିବେ

6/09/2019 at 7:16 AM

ପୁରୀ ୬।୯: ଆଜି ପୁରୀ ଆସୁଛନ୍ତି ଆମିକସ୍ କ୍ୟୁରୀ । ପୁରୀରେ ଉଚ୍ଛେଦ ପ୍ରସଙ୍ଗରେ ସ୍ଥିତି ଅନୁଧ୍ୟାନ ପାଇଁ ଆମିକସ୍ କ୍ୟୁରୀ ଓ ସଲିସିଟର ଜେନେରାଲ ୨ ଦିନିଆ ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଆମକସ୍ କ୍ୟୁରୀ ପୁରୀ ସ୍ଥିତି ଅନୁଧ୍ୟାନ କରିବେ ।

ପୂର୍ବରୁ ୭ ତାରିଖରେ ଆମିକସ୍ କ୍ୟୁରୀଙ୍କ ପୁରୀ ଆସିବା କାର୍ଯ୍ୟକ୍ରମ ସ୍ଥିର ହୋଇଥିଲା । ଏଥିରେ ପରିବର୍ତ୍ତନ କରାଯାଇଛି । ପୁରୀକୁ ବିଶ୍ୱ ଐତିହ୍ୟ ଓ ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ଶ୍ରୀମନ୍ଦିର ଚତୁଃପାଶ୍ୱର୍ରେ ୭୫ମିଟର ଉଚ୍ଛେଦ ପ୍ରକ୍ରିୟାକୁ ସାଧାରଣ ଲୋକେ ବିରୋଧ କରି ସୁପ୍ରିମକୋର୍ଟରେ ଆବେଦନ କରିଥିଲେ । ଏହାକୁ ସୁପ୍ରିମକୋର୍ଟ ଖାରଜ କରିଦେଇଥିବା ସହ ଆମିକସ୍ କ୍ୟୁରୀଙ୍କୁ ସ୍ଥିତି ଅନୁଧ୍ୟାନ ପାଇଁ ପୁରୀ ଗ୍ରସ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।

   Related Posts