Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫ୍ରାନ୍ସରେ ବିଜୟ ମାଲ୍ୟାଙ୍କ ବିରୋଧରେ EDଙ୍କ ବଡ କାର୍ଯ୍ୟାନୁଷ୍ଠାନ, ଜବତ ହେଲା ୧.୬ ମିଲିୟନ ୟୁରୋ ସମ୍ପତ୍ତି
  • ||
  • ଡିସେମ୍ବର ୮ରେ ଭାରତ ବନ୍ଦ ଡାକରା ଦେଲା କୃଷକ ସଂଗଠନ
  • ||
  • ପ୍ରଥମ ଟି-୨୦ରେ କଙ୍ଗାରୁ ଚିତ୍, ଚମକିଲେ ଭାରତୀୟ ବୋଲର, ଅଷ୍ଟ୍ରେଲିଆକୁ ୧୧ ରନରେ ହରାଇଲା ବିରାଟ ବାହିନୀ
  • ||
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||
  • ଆଜି ପ୍ରଥମ ଟି୨୦ : ଅଷ୍ଟ୍ରେଲିଆକୁ କଡା ଟକ୍କର ଦେବ ଭାରତ, ଓ୍ୱାର୍ଣ୍ଣରଙ୍କ ଅନୁପସ୍ଥିତିର ଫାଇଦା ନେବ ବିରାଟ ବାହିନୀ
  • ||
  • ଜି.ଉଦୟଗିରି : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ଗିରଫ କଲା ପୋଲିସ
  • ||

ଭୁବନେଶ୍ବରରେ ଆମିକ୍ୟୁସ କ୍ୟୁରି ଏବଂ ସଲିସିଟର ଜେନରାଲ : ଆଜି ପୁରୀ ଯାଇ ଉଚ୍ଛେଦ ପ୍ରକ୍ରିୟାର କରିବେ ସମୀକ୍ଷା

7/09/2019 at 8:06 AM

ପୁରୀ ୭/୯: ପୁରୀରେ ଉଚ୍ଛେଦ ପ୍ରସଙ୍ଗରେ ସ୍ଥିତି ଅନୁଧ୍ୟାନ ପାଇଁ ଆମିକସ୍ କ୍ୟୁରୀ ଓ ସଲିସିଟର ଜେନେରାଲ ଆଜି ପୁରୀ ଯିବେ।  ଗତକାଲି ଭୁବନେଶ୍ବରରେ ପହଞ୍ଚିଲେ ଆମିକସ କ୍ୟୁରି ରଣଜିତ କୁମାର ଓ ସଲିସିଟର ଜେନେରାଲ ତୁଷାର ମେହେଟା । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଆମିକସ କ୍ୟୁରୀ ପୁରୀ ସ୍ଥିତି ଅନୁଧ୍ୟାନ କରିବେ ।

ପୁରୀକୁ ବିଶ୍ୱ ଐତିହ୍ୟ, ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ଶ୍ରୀମନ୍ଦିର ଚତୁଃପାଶ୍ୱର୍ରେ ୭୫ମିଟର ଉଚ୍ଛେଦ ପ୍ରକ୍ରିୟାକୁ ବିରୋଧ କରି ସୁପ୍ରିମ କୋର୍ଟରେ ଆବେଦନ ହୋଇଛି । ତେବେ ଏହାକୁ ସୁପ୍ରିମକୋର୍ଟ ଖାରଜ କରିବା ସହ ଆମିକସ୍ କ୍ୟୁରୀଙ୍କୁ ସ୍ଥିତି ଅନୁଧ୍ୟାନ ପାଇଁ ପୁରୀ ଗସ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି  ।

   Related Posts