Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଲିସର ଅପରେସନ୍ ହାଇଦର : ଚଢାଉ ଜୋରଦାର, ବିଭିନ୍ନ ସ୍ଥାନରେ ଲାଗିଲା ପୋଷ୍ଟର
  • ||
  • ମଙ୍ଗଳବାରଠୁ ଲଗାତାର ୬ ଦିନ ବନ୍ଦ ରହିବ ବ୍ୟାଙ୍କ: ସୋମବାର ସାରି ଦିଅନ୍ତୁ ବ୍ୟାଙ୍କ କାମ
  • ||
  • SCBରୁ ଗ୍ୟାଙ୍ଗଷ୍ଟାର ହାଇଦର୍‌ ଫେରାର ଘଟଣା, ୬ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଭଦ୍ରକ : ବସକୁ ପିଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଚଣ୍ଡିଖୋଲ : ଧକ୍କା ଦେଲା ଟ୍ରକ୍, ଜୀବନ ହାରିଲେ ସ୍ୱାମୀ-ସ୍ତ୍ରୀ, ଝିଅ ଗୁରୁତର
  • ||
  • ମାନିଲେନି କଟକଣା : ଭୁବନେଶ୍ୱର ୪ ନମ୍ୱର ମାର୍କେଟରେ ପୋଲିସର ଚଢାଉ, ଫାଇନ ଦେଲେ ଦୋକାନୀ
  • ||
  • ବଡ଼ବିଲ : ଅଗ୍ନିକାଣ୍ଡରେ ଜଳିଗଲା ୪ଟି ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ଓଡିଶାରେ ସାଙ୍ଘାତିକ ସ୍ଥିତିରେ କରୋନା, ୨୪ ଘଣ୍ଟାରେ ୧୩୭୯ ପଜିଟିଭ୍ ଚିହ୍ନଟ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||

ଗାନ୍ଧିନଗର ଲୋକସଭା ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ଅମିତ ଶାହ

30/03/2019 at 3:08 PM

ଗାନ୍ଧିନଗର ୩୦/୩ : ପ୍ରଥମଥର ପାଇଁ ଲୋକସଭା ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ | ଆଜି ଅମିତ ଶାହ ଗୁଜରାଟ ଗାନ୍ଧିନଗରରେ ଏକ ରୋଡ଼ ଶୋ’ କରିଥିଲେ | ରୋଡ଼ ଶୋ’ ପରେ ଅମିତ ଗାନ୍ଧିନଗର ଲୋକସଭା ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିଲେ | ନାମାଙ୍କନ ପତ୍ର ଦାଖଲବେଳେ କେନ୍ଦ୍ର ଗୃହମନ୍ତ୍ରୀ ରାଜନାଥ ସିଂହ, ନିତିନ ଗଡ଼କରୀ, ଶିବସେନା ମୁଖ୍ୟ ଉଦ୍ଭବ ଠାକରେ, ଶିରୋମଣି ଅକାଲି ଦଳ ମୁଖ୍ୟ ପ୍ରକାଶ ସିଂହ ଏବଂ ରାମ ବିଳାସ ପାଶୱାନ ଉପସ୍ଥିତ ଥିଲେ |

   Related Posts