Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରବାଟୀରେ ହେବନି ଭାରତ-ଓ୍ଵେଷ୍ଟଇଣ୍ଡିଜ ଟି-୨୦ ମ୍ୟାଚ୍, ଦର୍ଶକ ନିରାଶ
  • ||
  • ଆଇପିଏଲ ନିଲାମୀ ତାଲିକାରୁ କ୍ରିସ୍ ଗେଲ୍‌ଙ୍କ ସମେତ ଏହି ଖେଳାଳି ବାହାର
  • ||
  • Syed Modi International: ଫାଇନାଲ୍‌ରେ ପହଞ୍ଚିଲେ ପିଭି ସିନ୍ଧୁ, ମାଲଭିକାଙ୍କ ସହ ଟାଇଟଲ୍‌ ମୁକାବିଲା
  • ||
  • IPLରେ ଜଲଓ୍ବା ଦେଖାଇବେ ଶ୍ରୀସନ୍ତ, ନିଲାମୀ ପାଇଁ ବେସ୍‌ ପ୍ରାଇସ୍ ରହିଛି ୫୦ ଲକ୍ଷ ଟଙ୍କା
  • ||
  • ଜାମ୍ମୁ କାଶ୍ମୀରରେ ଭାରତୀୟ ସେନା ପକ୍ଷରୁ ଏନକାଉଣ୍ଟର, ଜଣେ ଆତଙ୍କବାଦୀ ସଫା, ସର୍ଚ୍ଚ ଅପରେସନ ଜାରି
  • ||
  • ୟେମେନ ଗଣହତ୍ୟାକୁ ନିନ୍ଦା କଲା ଜାତିସଂଘ, ସାଉଦିର ବିମାନ ଆକ୍ରମଣରେ ନିହତ ହୋଇଥିଲେ ୭୦ ବିଦ୍ରୋହୀ
  • ||
  • ସୋର : ଟ୍ରକ୍ ସହ ଧକ୍କା ହୋଇ ନୟନଜୋରିକୁ ଓଲଟିଲା ବସ୍, ୫ ଜଣଙ୍କ ମୃତ୍ୟୁ, କିଛି ଲୋକ ଚାପି ହୋଇ ରହିଥିବା ସନ୍ଦେହ
  • ||
  • ଭଦ୍ରକରେ ବିଜେପିକୁ ଝଟ୍‌କା, ଦଳ ଛାଡିଲେ ଶତାଧିକ ବରିଷ୍ଠ ନେତା ଓ କର୍ମୀ
  • ||
  • ୨୦ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ, ୧୫ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୩୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୮୮ ମୃତ
  • ||

‘ବନ୍ଦେ ଭାରତ ଏକ୍ସପ୍ରେସ’ର ଶୁଭାରମ୍ଭ କଲେ ଗୃହମନ୍ତ୍ରୀ ଅମିତ ଶାହ : ଦିଲ୍ଲୀରୁ କଟରା ଯିବା ପାଇଁ ଲାଗିବ ମାତ୍ର ୮ ଘଣ୍ଟା

3/10/2019 at 11:31 AM

ନୂଆଦିଲ୍ଲୀ ୩/୧୦: ଗଡିଲା ‘ବନ୍ଦେ ଭାରତ ଏକ୍ସପ୍ରେସ’। ଦିଲ୍ଲୀ ରେଳ ଷ୍ଟେସନରେ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ ।  ତାଙ୍କ ସହ କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲ ମଧ୍ୟ ଉପସ୍ଥିତ ଥିଲେ ।

ଅତ୍ୟାଧୁନିକ ବନ୍ଦେ ଭାରତ ଏକ୍ସପ୍ରେସ ଦିଲ୍ଲୀରୁ କଟରା ଯିବା ପାଇଁ ମାତ୍ର ୮ ଘଣ୍ଟା ସମୟ ଲାଗିବ । ପୂର୍ବରୁ ଏହା ୧୨ ଘଣ୍ଟା ଲାଗୁଥିଲା । ଯାତ୍ରା ସମୟ ଆହୁରି ୪ ଘଣ୍ଟା ହ୍ରାସ ପାଇଥିବାରୁ ବୈଷ୍ଣୋଦେବୀ ଯାଉଥିବା ଯାତ୍ରୀଙ୍କ ପାଇଁ ଏହା ଏକ ଶୁଭ ଖବର ।

   Related Posts