Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଏସଏଫର ବଡ କାର୍ଯ୍ୟାନୁଷ୍ଠାନ, ବାଂଲାଦେଶ ସୀମାରେ ୮୨ ନକଲି ଡ୍ରାଇଭିଂ ଲାଇସେନ୍ସ ଜବତ
  • ||
  • ୟୁପି ସମର: ଅଖିଳେଶଙ୍କ ପାଇଁ ପ୍ରଚାର କରିବେ ମମତା, ଫେବୃଆରୀ ୮ରେ ଲକ୍ଷ୍ନୌରେ ଭର୍ଚୁଆଲ ରାଲି
  • ||
  • ଆସନ୍ତାକାଲି ପ୍ରଥମ ଦିନିକିଆ: କିଏ କରିବ ଓପନିଂ ? ଖୁଲାସା କଲେ ରାହୁଲ, ୫ ବର୍ଷ ପରେ ଦିନିକିଆକୁ ପ୍ରତ୍ୟାବର୍ତ୍ତନ କରିବେ ଏହି ଖେଳାଳି
  • ||
  • କାରିଗରଙ୍କଠୁ ଲାଞ୍ଚ ନେବା ମହଙ୍ଗା ପଡିଲା, ଭିଜିଲାନ୍ସ ଦ୍ଵାରା ବନ୍ଧା ହେଲେ ହସ୍ତଶିଳ୍ପ ନିଗମର ସହ-ନିର୍ଦ୍ଦେଶକ ଓ କ୍ରାପ୍ଟମ୍ୟାନ୍
  • ||
  • କଲେଜ୍ରେ ନିର୍ବାଚନୀ ସଭା ନେଇ କଠୋର ହେଲେ ଏସଇସି: ଏସଡିପିଓ ଏବଂ ପ୍ରିନ୍ସିପାଲଙ୍କୁ ନିଲମ୍ବନ କରିବାକୁ ଦେଲେ ନିର୍ଦ୍ଦେଶ
  • ||
  • IPL 2022: କେଏଲ ରାହୁଲଙ୍କ ସହ ଏହି ଦୁଇ ଖେଳାଳିଙ୍କୁ ନିଜ ଦଳରେ ସାମିଲ୍ କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି
  • ||
  • ମଙ୍ଗଳବାର ପୃଥିବୀର ନିକଟତର ହେବ ବିରାଟ ଗ୍ରହାଣୁ : ମାଡ ହେଲେ ଘଟାଇବ ବିନାଶ !
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ
  • ||
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୧୫୫୪୮୭ରେ ପହଞ୍ଚିଲା ସଂଖ୍ୟା
  • ||

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ

7/04/2019 at 8:57 AM

ଭୁବନେଶ୍ବର ୭/୪: ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ । ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ଆଉ ୪ ଦିନ ଥିବା ବେଳେ ଭୁବନେଶ୍ବରରେ ଇସ୍ତାହାର ପ୍ରକାଶ କରିବ ରାଜ୍ୟ ବିଜେପି । ଯାହାର ଉନ୍ମୋଚନ କରିବେ ରାଷ୍ଟ୍ରୀୟ ଅଧ୍ୟକ୍ଷ । ଇସ୍ତାହାର ପ୍ରକାଶ ପରେ ଗଞ୍ଜାମ ଗସ୍ତରେ ଯିବେ ଅମିତ ଶାହ । ଦିନ ୧୧ଟାରେ ପୋଲସରାରେ ହେବାକୁ ଥିବା ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇ ସାଧାରଣ ଜନତାଙ୍କୁ ଉଦବୋଧନ ଦେବେ ।

ଗଞ୍ଜାମ ଜିଲ୍ଲା  ପୋଲସରାରେ ନିର୍ବାଚନୀ ସଭାରେ ଉଦବୋଧନ ଦେବାପରେ ଅମିତ ଶାହା ବରଗଡ ଯିବେ। ଅମିତ  ଶାହଙ୍କ ଏହା ପ୍ରଥମ ବରଗଡ ଗସ୍ତ ହୋଇଥିବାରୁ ନେତା ଓ କର୍ମୀ ଉତ୍ସାହିତ ହୋଇପଡିଛନ୍ତି।

ବରଗଡରେ ମୋଦିପଡାରେ ଅମିତ ଶାହ ଦିନ ଗୋଟାଏରେ ପହଞ୍ଚିବେ। ଅଚାନକ ଶାହଙ୍କ ଗସ୍ତ ଚୂଡାନ୍ତ ହୋଇଥିବାରୁ  ଏହାକୁ ସଫଳ କରିବାପାଇଁ ବିଜେପି ଫୁଲ ଦମରେ ଲାଗିପଡିଛି। ପୋଲିସ ପକ୍ଷରୁ ମଧ୍ୟ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

   Related Posts