Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଟବଲର ଡିଏଗୋ ମାରାଡୋନାଙ୍କ ପରଲୋକ, ୩ ଦିନ ପୂର୍ବେ ପାଳିଥିଲେ ୬୦ତମ ଜୟନ୍ତୀ
  • ||
  • ଦୈନିକ ଆକ୍ରାନ୍ତ ତୂଳନାରେ ଆଜି କମିଲା ସୁସ୍ଥ ସଂଖ୍ୟା, ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୭୨୮
  • ||
  • ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁ, ଏସସିବିରେ ଦୀର୍ଘ ଦିନ ଧରି ଥିଲେ ଚିକିତ୍ସାଧୀନ, ସୁସ୍ଥ ଅଛି ଜଗା
  • ||
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||

ପ୍ରଥମଥର ପାଇଁ ଲୋକସଭା ସାଂସଦ ଭାବେ ଶପଥ ଗ୍ରହଣ କଲେ ଗୃହମନ୍ତ୍ରୀ ଅମିତ ଶାହ

17/06/2019 at 11:21 AM

ନୂଆଦିଲ୍ଲୀ ୧୭/୬ : ଗାନ୍ଧୀନଗରରୁ ପ୍ରଥମଥର ପାଇଁ ନିର୍ବାଚିତ ହୋଇଥିବା ବିଜେପି ଅଧ୍ୟକ୍ଷ ଅମିତ ଶାହ ସାଂସଦ ଭାବେ ଶପଥ ଗ୍ରହଣ କରିଛନ୍ତି । ସୁରକ୍ଷାମନ୍ତ୍ରୀ ରାଜନାଥ ସିଂ, କେନ୍ଦ୍ରମନ୍ତ୍ରୀ ନିତିନ ଗଡ଼କରୀ ମଧ୍ୟ ସାଂସଦ ପଦର ଶପଥ ନେଇଛନ୍ତି । ସଂସଦରେ ଶପଥ ଗ୍ରହଣ ସମାରୋହ ଜାରି ରହିଛି । କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ସ୍ମୃତି ଇରାନୀ, ଡ.ହର୍ଷବର୍ଦ୍ଧନ, ରମେଶ ପୋଖରିୟାଲଙ୍କ ସମେତ ଅନେକ ବିରୋଧୀ ଦଳ ନେତା ମଧ୍ୟ ସାଂସଦ ପାଦର ଶପଥ ନେଇଛନ୍ତି ।

୧୭ତମ ଲୋକସଭା ଅଧିବେଶନ ଓ ରାଜ୍ୟସଭା କାର୍ଯ୍ୟକାଳ ଆରମ୍ଭ ହୋଇସାରିଛି । ରାଷ୍ଟ୍ରସଂଗୀତ ପରେ  ଅଧିବେଶନ ଆରମ୍ଭ କରାଯାଇଛି । ରାଷ୍ଟ୍ରସଂଗୀତ ପରେ ୨ ମିନିଟ ଧ୍ୟାନ ହୋଇଥିଲା ।

ଏବେ ନବ ନିର୍ବାଚିତ ସାଂସଦ ଶପଥ ଗ୍ରହଣ କରୁଛନ୍ତି । ସର୍ବ ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂସଦ ସଦସ୍ୟ ଭାବେ ଶପଥ ଗ୍ରହଣ କରିଛନ୍ତି । ମୋଦି ଶପଥ ଗ୍ରହଣ କରିବା ସମୟରେ ପୁରା ସଂସଦ ମୋଦି ମୋଦି ନାରାରେ କମ୍ପି ଉଠିଥିଲା ।

   Related Posts