Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫେବୃଆରୀ ୨ରେ ପ୍ରକାଶ ପାଇବ ସିବିଏସଇ ଦଶମ ଓ ଦ୍ବାଦଶ ପରୀକ୍ଷା ସୂଚୀ
  • ||
  • ରାସ୍ତା କାର୍ଯ୍ୟର ତଦାରଖ କଲେ ସାଂସଦ ମଞ୍ଜୁଲତା ମଣ୍ଡଳ, ପିଚୁ ଉଠିଯାଉଥିବା ନେଇ ହୋଇଥିଲା ଅଭିଯୋଗ
  • ||
  • ମୁନିଗୁଡା : ମାଲବାହୀ ଟ୍ରେନ୍‌ର ୪ଟି ବଗି ଲାଇନଚ୍ୟୁତ, ରାୟଗଡା-ଟିଟିଲାଗଡ ମଧ୍ୟରେ ରେଳ ଚଳାଚଳ ବାଧାପ୍ରାପ୍ତ
  • ||
  • ଭୁବନେଶ୍ବର : ପିପିଲି ଉପନିର୍ବାଚନ ପାଇଁ ପ୍ରତାପ ଦେବଙ୍କୁ ପର୍ଯ୍ୟବେକ୍ଷକ ଦାୟିତ୍ବ ଦେଲା ବିଜେଡି
  • ||
  • କୋରାପୁଟ : ଘାଟିରେ ସିରିଜ୍ ଦୁର୍ଘଟଣା, ତେଲ ଟ୍ୟାଙ୍କରକୁ ପିଟିଲା ଟ୍ରକ୍, ବ୍ରେକ୍ ଫେଲ୍ ହେବାରୁ ଟ୍ରକ୍କୁ ଧକ୍କାଦେଲା ପିକଅପ୍ ଭ୍ୟାନ୍
  • ||
  • ରାଉରକେଲା : ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ଶନିବାର ରାତିରୁ ଥିଲେ ନିଖୋଜ, ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୩ କୋଭିଡ୍ ପଜିଟିଭ୍‌, ୩୩୪୭୮୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜଗତସିଂହପୁର : ବ୍ୟାଙ୍କ୍ ଲୁଟ୍ ଉଦ୍ୟମ ପଣ୍ଡ, ଆଲମିରାରେ ନିଆଁ ଲାଗି ପୋଡିଗଲା ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର
  • ||
  • ଯାଜପୁର : ରାସ୍ତାକଡରୁ ରମାଦେବୀ ଛାତ୍ରୀଙ୍କ ମୃତଦେହ ମିଳିବା ଘଟଣାରେ ୨ ଅଭିଯୁକ୍ତକୁ ଚିହ୍ନଟ କଲା ପୋଲିସ
  • ||
  • ଆଠମଲ୍ଲିକ : ବାରହା ଶିକାର ପାଇଁ ବିଦ୍ୟୁତ୍ ତାର ବିଛାଇଥିଲେ, ସଂସ୍ପର୍ଶରେ ଆସି ଚାଲିଗଲା ନିଜ ଜୀବନ
  • ||

ଡାକ୍ତରଙ୍କୁ ଧନ୍ୟବାଦ ଜଣାଇଲେ ଅମିତାଭ ବଚ୍ଚନ : କହିଲେ ,‘ଈଶ୍ବର ରୂପରେ ଦେବତା’

15/07/2020 at 10:59 AM

ମୁମ୍ବାଇ ୧୫/୭: ମହାନାୟକ ଅମିତାଭ ବଚ୍ଚନ କରୋନା ପଜିଟିଭ ଜଣା ପଡ଼ିବା ପରେ ମୁମ୍ବାଇର ନାନାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସହ ଅଭିଷେକ ବଚ୍ଚନ ମଧ୍ୟ ଭର୍ତ୍ତି ହୋଇଛନ୍ତି। ଉଭୟଙ୍କ ସ୍ବାସ୍ଥ୍ୟରେ ସୁଧାର ଆସୁଛି। ଅମିତାଭଙ୍କ ଆରୋଗ୍ୟ ପାଇଁ ପ୍ରଶଂସକ ଲଗାତାର ପ୍ରାର୍ଥନା କରୁଛନ୍ତି। ହସ୍ପିଟାଲରୁ ମଧ୍ୟ ଅମିତାଭ ବଚ୍ଚନ ସୋସିଆଲ୍ ମିଡିଆରେ ଆକ୍ଟିଭ ଅଛନ୍ତି।

ଏବେ ବିଗ୍ ବି ଡାକ୍ତର ଏବଂ ନର୍ସଙ୍କ ନାଁରେ ଏକ ସ୍ପେଶାଲ ପୋଷ୍ଟ ଲେଖି ତାଙ୍କ ଧନ୍ୟବାଦ କରିଛନ୍ତି।

ଏହା ପୂର୍ବରୁ ଅମିତାଭ ବଚ୍ଚନ ସେହି ଲୋକଙ୍କୁ ଧନ୍ୟବାଦ ଜଣାଇଛନ୍ତି ଯେଉଁମାନେ ତାଙ୍କ ସ୍ବାସ୍ଥ୍ୟ ପାଇଁ ପ୍ରାର୍ଥନା କରୁଥିଲେ। ବିଗ୍ ବି ପୋଷ୍ଟରେ ଲେଖିଥିଲେ ଯେ ସେ ଏହି ପ୍ରେମ ପାଇଁ ଆଭାରୀ ଏବଂ ନତମସ୍ତକ ରହିବେ।

   Related Posts