Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ରାଜ୍ୟରେ ଶେଷ ୩ କରୋନା ପଜିଟିଭ୍‌ଙ୍କ ମଧ୍ୟରେ ଅଛନ୍ତି ୫ ଏବଂ ୯ ବର୍ଷର ଶିଶୁ

10/04/2020 at 5:31 PM

ଭୁବନେଶ୍ବର୧୦/୪: ରାଜ୍ୟରେ ଚିହ୍ନଟ ହୋଇଥିବା ଶେଷ ୩ କରୋନା ପଜିଟିଭ୍‌ଙ୍କ ମଧ୍ୟରେ ଅଛନ୍ତି ଦୁଇଜଣ ଶିଶୁ ଏବଂ ଜଣେ ୩୭ ବର୍ଷୀୟା ଜଣେ ମହିଳା। ମିଳିଥିବା ସୂଚନା ଅନୁସାରେ ଏମାନେ ସବୁ ୪୨ ନମ୍ବର କରୋନା ପଜିଟିଭଙ୍କ ସଂପର୍କୀୟ ହେବେ। ଏମାନେ ସବୁ ଭୁବନେଶ୍ବର ଝାଡ଼ପଡ଼ା ଅଞ୍ଚଳରେ ରହନ୍ତି। କରୋନାରେ ଆକ୍ରାନ୍ତ ହୋଇଥିବା ଶିଶୁଙ୍କ ବୟସ ହେଉଛି ୫ ଏବଂ ୯ ବର୍ଷ। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇଜଣ ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି।

   Related Posts