Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ୨୦୨୧ : ୪୦ ତମ ଲିଗ୍‌ ମୁକାବିଲାରେ ମୁହାଁମୁହିଁ ହେବେ ହାଇଦ୍ରାବାଦ ଓ ରାଜସ୍ଥାନ
  • ||
  • କେନ୍ଦୁଝର : ବଣୁଆ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ, ମଞ୍ଚାରୁ ଓହ୍ଲାଇ ଘରକୁ ଯିବାବେଳେ ଆକ୍ରମଣର ଶିକାର
  • ||
  • ଜୟପୁର : ଲଗାଣ ବର୍ଷା ଯୋଗୁଁ ଧସିଲା ମାଟି ଅତଡା, ଜାତୀୟ ରାଜପଥ ଅବରୋଧ
  • ||
  • ଭୁବନେଶ୍ବର : ବାତ୍ୟାରୁ ଗଭୀର ଅବପାତର ରୂପ ନେଲା ‘ଗୁଲାବ’, ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଲାଗି ରହିଛି ବର୍ଷା
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରେ ‘ଗୁଲାବ’ ପ୍ରଭାବ : ଭାଙ୍ଗିଲା ଘର, ଗଛ ପଡି ରାସ୍ତା ଅବରୋଧ
  • ||
  • ବୈତରଣୀ ପଠାରେ ଚରୁଥିଲେ ମଇଁଷି, ପାଣି ଭିତରକୁ ଟାଣିନେଲା କୁମ୍ଭୀର : ଦେଖନ୍ତୁ ଭିଡିଓ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୪ କୋଭିଡ୍ ପଜିଟିଭ୍
  • ||
  • ଭଦ୍ରକରେ ସଂଯୁକ୍ତ କୃଷକ ମୋର୍ଚ୍ଚାର ବନ୍ଦ ପାଳନ, ଜାତୀୟ ବିଭିନ୍ନ ସଙ୍ଗଠନ ପକ୍ଷରୁ ରାଜପଥ ଅବରୋଧ
  • ||
  • ଲଗାଣ ବର୍ଷା ପରେ ସ୍ଥିତି ବେହାଲ, ଗେଙ୍ଗୁଟି ନଦୀ ବନ୍ଧରେ ୨୦୦ ଫୁଟର ଫାଟ
  • ||

ଅମ୍ଫାନ ନେଲା ଦ୍ବିତୀୟ ମୁଣ୍ଡ: ମୃତକ ହେଲେ କେନ୍ଦ୍ରାପଡା ଜିଲ୍ଲାର ବୃଦ୍ଧା

20/05/2020 at 12:00 PM

କେନ୍ଦ୍ରପଡା୨୦/୫: ବାତ୍ୟା ଅମ୍ଫାନ ନେଲା ଦ୍ବିତୀୟ ମୁଣ୍ଡ। ବାତ୍ୟା ଅମ୍ଫାନରେ କେନ୍ଦ୍ରାପଡ଼ା ଜିଲ୍ଲା ସାତଭାୟା ଅଞ୍ଚଳରେ ୫୭ ବର୍ଷୀୟା ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ନାଁ କୋଇଲି ବେହେରା, ବାତ୍ୟା ଆଶ୍ରୟସ୍ଥଳୀକୁ ନଯାଇ ନିଜ ଘରେ ଥିଲେ। ସେହିପରି ଭଦ୍ରକରେ ବର୍ଷା ଓ ପବନ ଯୋଗୁଁ କାନ୍ଥ ପଡି ଶିଶୁ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ପ୍ରବଳ ବର୍ଷା ଯୋଗୁଁ ମାଟିର ଘରର କାନ୍ଥ ପଡି ୨ ମାସର ଶିଶୁପୁତ୍ରଙ୍କ ମୃତ୍ୟୁ ହୋଇଛି।। ତିହିଡି ବ୍ଲକ କାଂପଡା ପଞ୍ଚାୟତ ଦକ୍ଷିଣପାରି ଗାଁରେ ଗତକାଲି ଠାରୁ ପ୍ରବଳ ବର୍ଷା ଯୋଗୁଁ ଵଳରାମ ଦାସଙ୍କ ମାଟି ଘରର କାନ୍ଥ ଖସି ପଡିଥିବା ସୂଚନା ମିଳିଛି । ରାତିରେ ମାଆ ଓ ୩ ମାସର ଶିଶୁ ପୁଅ ଘରେ ଶୋଇଥିଲା ଵେଳେ ଏହି କାନ୍ଥ ଖସି ପଡିଥିଲା । ଏଥିରେ ମାଆ ସାମାନ୍ୟ ଆହତ ହୋଇଥିଲା ଵେଳେ ଶିଶୁ ପୁତ୍ରର ମୃତ୍ୟୁ ଘଟିଛି ।

   Related Posts