Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ଘର ସାମ୍ନା ଗଛରେ ଫାଶୀ ଲଗାଇ ଝୁଲି ପଡିଲେ ବୃଦ୍ଧା, ଅପମୃତ୍ୟୁ ମାମଲା ରୁଜୁ

13/04/2021 at 9:48 PM

ପାଟଣା, ୧୩/୦୪: କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ବନମାଳୀପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ନିଜ ଘର ସାମ୍ନାରେ ଥିବା ଏକ ଗଛରେ ଜଣେ ବୃଦ୍ଧାଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି ।

ମୃତକ ଗ୍ରାମର ଅମିନ ବେହେରାଙ୍କ ପତ୍ନୀ ରମଣୀ ବେହେରା । ଆତ୍ମହତ୍ୟାର କାରଣ ଜଣା ପଡି ନଥିବା ବେଳେ ଘଟଣା ସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଂଚି ମୃତଦେହକୁ ଉଦ୍ଧାର କରିବା ପରେ ଜବତ କରି ବ୍ୟବଛେଦ ପାଇଁ ପଠାଇଛି ।

ସୂଚନା ଅନୁସାରେ ରମଣୀ ନିଜ ପିନ୍ଧା ଲୁଗା କାନି ଦ୍ୱାରା  ଘର ନିକଟରେ ଥିବା ଏକ ଗଛରେ ଆତ୍ମହତ୍ୟା କରିଛନ୍ତି । ଆତ୍ମହତ୍ୟାର ପ୍ରକୃତ କାରଣ ଜଣାପଡିନଥିବା ବେଳେ ପାରିବାରିକ କଳହରୁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ଏନେଇ ତୁରୁମୁଙ୍ଗା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି ।

   Related Posts