Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ପୁରୀ ହାଜତ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ
  • ||
  • ଯୋଜନାବଦ୍ଧ ଲୁଟ୍ : ସାଙ୍ଗଙ୍କୁ ଲଗାଇ ଡକାୟତି କରାଇଥିଲା IIFL କର୍ମଚାରୀ ଲାଲା ଅମ୍ରିତ ରାୟ
  • ||
  • ଅଭିନେତା ଆଶିଷ ରାୟଙ୍କ ପରଲୋକ
  • ||
  • ବାତ୍ୟା ‘ନିଭାର୍’ ପ୍ରଭାବରେ ଚେନ୍ନାଇରେ ବର୍ଷା
  • ||
  • ନବରଙ୍ଗପୁର : ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍, ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୭୧ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୬୪୨ କରୋନା ସଂକ୍ରମିତ, ୩୧୫୨୭୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଆସୁଛି ବାତ୍ୟା ‘ନିଭାର୍’: ୨୫ରୁ ପ୍ରବଳ ବର୍ଷା, ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ
  • ||

ଭିଜିଲାନ୍ସ ଜାଲରେ ଆନନ୍ଦପୁର ବ୍ୟାରେଜ୍ ଡିଭିଜନ୍ ସହକାରୀ ଯନ୍ତ୍ରୀ

19/12/2018 at 8:45 AM

କେନ୍ଦୁଝର ୧୯|୧୨: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବ୍ୟାରେଜ ଡିଭିଜନର ସହକାରୀ ଯନ୍ତ୍ରୀ ନନ୍ଦକିଶୋର ସାହୁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଉଛି। କେନ୍ଦୁଝର ସହର ଭାଳକିପାତାଳ ସ୍ଥିତ ବାସଭବନ, ଅନନ୍ଦପୁର ସାଲପଡା ସ୍ଥିତ ସରକାରୀ ବାସଭବନ ଓ କାର୍ଯ୍ୟାଳୟ ଏବଂ ଘଷିପୁରା ସ୍ଥିତ ପୈତୃକ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି। କେନ୍ଦୁଝର ଭିଜିଲାନ୍ସ ଡ଼ିଏସପିଙ୍କ ନେତୃତ୍ବରେ ୪ଟି ଟିମ୍ ଦ୍ଵାରା ଚଢାଉ କରାଯାଉଛି ।

   Related Posts