Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||

ଆନନ୍ଦପୁର ପୌରାଞ୍ଚଳ ୭ଦିନ ପାଇଁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା

1/08/2020 at 11:26 AM

ଆନନ୍ଦପୁର ୧।୮: ଆନନ୍ଦପୁର ପୌରାଞ୍ଚଳରେ ହୁ ହୁ ହୋଇ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ତରଫରୁ ବଡ ପଦକ୍ଷେପ ନିଆଯାଇଛି । ପ୍ରଥମେ ଜୁଲାଇ ୨୭ ତାରିଖରୁ ଅଗଷ୍ଟ ୨ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସଟ୍ ଡାଉନ୍ ଘୋଷଣା କରାଯାଇଥିବାବେଳେ ଏବେ ପୁରା ପୌରାଞ୍ଚଳକୁ ଆସନ୍ତାକାଲିଠାରୁ ୭ ଦିନ ପାଇଁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରିଛି ଜିଲ୍ଲା ପ୍ରଶାସନ ।

ପୌରାଞ୍ଚଳରେ ଗତ ୨୧ ତାରିଖରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଥିଲେ । ଏ ହାର ମାତ୍ର ୧୦ଦିନ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ପହଁଞ୍ଚିଛି ୬୯ ରେ । ସଂକ୍ରମଣ ଚେନ୍ କୁ ବ୍ରେକ୍ ଦେବାକୁ ତଥା ସଂକ୍ରମିତ ବ୍ୟକ୍ତିଙ୍କ କଣ୍ଟାକ୍ଟ ଟ୍ରେସିଂ ପାଇଁ ଏଭଳି ପଦକ୍ଷେପ ନିଆଯାଇଛି । ଏହି ସମୟରେ ଜନସାଧାରଣଙ୍କ  ଅତ୍ୟାବଶକୀୟ ସାମଗ୍ରୀର ସୁବିଧା ପାଇଁ ପ୍ରଶାସନ ତରଫରୁ ସମସ୍ତ ବ୍ୟବସ୍ଥା କରାଯାଇଥିବା କହିଛନ୍ତି ଆନନ୍ଦପୁର ଉପଜିଲ୍ଲାପାଳ ।

   Related Posts