Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||

ସୀମା ବିବାଦକୁ ନେଇ ଓଡ଼ିଶା ଆସିବେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ, ନବୀନ୍‌ଙ୍କ ସହ କରିବେ ଆଲୋଚନା

5/11/2021 at 8:59 PM

ଭୁବନେଶ୍ୱର, ୦୫/୧୧: ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ହୋଇପାରେ ସମାଧାନ । କୋଟିଆକୁ ନେଇ ଲାଗି ରହିଥିବା ସୀମା ସମସ୍ୟାକୁ ନେଇ ଆଲୋଚନା କରିବା ପାଇଁ ଆନ୍ଧ୍ରପ୍ରେଦଶ ମୁଖ୍ୟମନ୍ତ୍ରୀ ଆସନ୍ତା ୯ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ । ସୀମାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନ୍‌ ମୋହନ ରେଡ୍ଡିଙ୍କ ମଧ୍ୟରେ ଆଲୋଚନା ହେବ । ଏଥି ସହିତ ପୋଲଭରମ୍‌ ଏବଂ ବଂଶଧାରାକୁ ନେଇ ରହିଥିବା ବିବାଦର ଆଲୋଚନା ମଧ୍ୟ ହେବ ବୋଲି ସୂଚନା ମିଳିଛି ।

   Related Posts