ବ୍ରହ୍ମପୁର ଗସ୍ତରେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ

Published By : Prameya-News7 Bureau | November 20, 2019 IST

ବ୍ରହ୍ମପୁର ୨୦।୧୧: ବ୍ରହ୍ମପୁର ଗସ୍ତରେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ବ ଭୂଷଣ ହରିଚନ୍ଦିନ । ଆନ୍ଧ୍ର ପ୍ରେଦଶର ରାଜ୍ୟପାଳ ବିଶ୍ବଭୂଷଣ ରହିଚନ୍ଦନଙ୍କୁ ବିପୁଳ ସମ୍ବର୍ଦ୍ଧନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ,  ବ୍ରହ୍ମପୁର ଟାଉନ ହଲରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ବ ଭୂଷଣ ହରିଚନ୍ଦନ। ରାଜ୍ୟପାଳଙ୍କୁ ୧୦୭ରୁ ଅଧିକ ସଂଗଠନ ପକ୍ଷରୁ ବିପୁଳ ସମ୍ବର୍ଦ୍ଧନା ଦିଆଯାଇ ସ୍ବାଗତ କରାଯାଇଥିଲା । କାର୍ଯ୍ୟକ୍ରମରେ ବହୁ ବିଶିଷ୍ଟ ବ୍ୟକ୍ତିମାନେ ଯୋଗଦେଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.