Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ବ୍ରହ୍ମପୁର ଗସ୍ତରେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ

20/11/2019 at 12:17 PM

ବ୍ରହ୍ମପୁର ୨୦।୧୧: ବ୍ରହ୍ମପୁର ଗସ୍ତରେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ବ ଭୂଷଣ ହରିଚନ୍ଦିନ । ଆନ୍ଧ୍ର ପ୍ରେଦଶର ରାଜ୍ୟପାଳ ବିଶ୍ବଭୂଷଣ ରହିଚନ୍ଦନଙ୍କୁ ବିପୁଳ ସମ୍ବର୍ଦ୍ଧନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ,  ବ୍ରହ୍ମପୁର ଟାଉନ ହଲରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ବ ଭୂଷଣ ହରିଚନ୍ଦନ। ରାଜ୍ୟପାଳଙ୍କୁ ୧୦୭ରୁ ଅଧିକ ସଂଗଠନ ପକ୍ଷରୁ ବିପୁଳ ସମ୍ବର୍ଦ୍ଧନା ଦିଆଯାଇ ସ୍ବାଗତ କରାଯାଇଥିଲା । କାର୍ଯ୍ୟକ୍ରମରେ ବହୁ ବିଶିଷ୍ଟ ବ୍ୟକ୍ତିମାନେ ଯୋଗଦେଇଛନ୍ତି ।

   Related Posts