Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଓଭରବ୍ରିଜ୍ ଉପରେ ବିରାଟ ଗାତ, ବିପଦସଙ୍କୁଳ ଅବସ୍ଥାରେ ଚଳାଚଳ କରୁଛି ଯାନବାହାନ
  • ||
  • ମାଟି ଘରେ ଶୋଇଥିଲେ ବୃଦ୍ଧା, ହଠାତ ମାଡି ବସିଲା କାନ୍ଥ
  • ||
  • ମାତିଛନ୍ତି ହାତୀପଲ : ଜଳକ୍ରୀଡା ପରେ ଭାଙ୍ଗୁଛନ୍ତି ଘର, ନଷ୍ଟ କରୁଛନ୍ତି ଫସଲ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୨୮ କୋଭିଡ୍ ପଜିଟିଭ୍
  • ||
  • ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା, ଶିଳ୍ପନଗରୀରୁ ଗାଁ ଗହଳି ସବୁଠି ଉତ୍ସାହ
  • ||
  • ୭୧ ବର୍ଷରେ ପାଦ ଦେଲେ ପ୍ରଧାନମନ୍ତ୍ରୀ : ବିଜେପି କରୁଛି ୨୦ ଦିନିଆ ସେବା ସମର୍ପଣ ଅଭିଯାନ
  • ||
  • ଆଉ ଏକ ଲଘୁଚାପ : ୧୮ରୁ ବଢିବ ବର୍ଷା, ଉତ୍ତରରେ ଛେଚିବ
  • ||
  • ଭାଙ୍ଗିଗଲା ଓଭରବ୍ରିଜ୍‌ର ବିରାଟ ଖଣ୍ଡ, ୧୩ ଶ୍ରମିକ ଗୁରୁତର
  • ||
  • ଶୌଚ ପାଇଁ ଗଲା ବେଳେ ମାଡିଗଲା ଅଜଣା ଗାଡି, ୨ ମହିଳା ମୃତ
  • ||
  • ୧୨ ଘଣ୍ଟିଆ ସୁନ୍ଦରଗଡ ବନ୍ଦ, ଚକ-ଅଖ ସବୁ ଠପ୍
  • ||

ଅଙ୍ଗନଓ୍ବାଡି କର୍ମୀଙ୍କ ମୃତ୍ୟୁ, ରାସ୍ତାରେ ମୃତଦେହ ରଖି ଆନ୍ଦୋଳନ କଲେ ସ୍ଥାନୀୟ ଲୋକେ

20/07/2020 at 4:02 PM

ବ୍ରହ୍ବପୁର୨୦/୭: ଅଙ୍ଗନଓ୍ବାଡି କର୍ମୀଙ୍କ ମୃତ୍ୟୁ। ଗଞ୍ଜାମ ଜିଲ୍ଲା ବୁଗୁଡ଼ା ଖୋଳଖାଳି ଗ୍ରାମର ଭାରତୀ ସ୍ବାଇଁଙ୍କ ମୃତ୍ୟୁ ହୋଇଛି। ମିଳିଥିବା ସୂଚନା ଅନୁସାରେ ଗତ କିଛିଦିନ ହେବ ସେ ଜ୍ବରରେ ପୀଡିତ ଥିଲେ। କିଛିଦିନ ଏମିତି ପଡ଼ି ରହିବା ପରେ ତାଙ୍କର ମୃତ୍ୟୁ ହୋଇଥିବା ସ୍ଥାନୀୟ ଲୋ​‌କେ କହିଛନ୍ତି। ଦୀର୍ଘଦିନ ହେବ ସେ ଅଙ୍ଗନଓ୍ବାଡି କର୍ମୀ ଭାବେ କାର୍ଯ୍ୟ କରି ଆସୁଥିଲେ। ତାଙ୍କ ସରକାରୀ ସହାୟତା ନ ମିଳିବାରୁ ତାଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗରେ ସ୍ଥାନୀୟ ଶବ ରଖି ଆନ୍ଦୋଳନ କରିଛନ୍ତି।

   Related Posts