Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୦ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ, ୧୫ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୩୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୮୮ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି
  • ||
  • ରାଜ୍ୟରେ ୯ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୮୪୫ କୋଭିଡ୍ ପଜିଟିଭ୍, ୧୧୯୬୧୪୦ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଓଭରବ୍ରିଜ୍‌ରୁ ୩୦ଫୁଟ ତଳକୁ ଖସିଲା କାର୍, ଦୁର୍ଘଟଣାରେ ଗାଡି ଭାଙ୍ଗିରୁଜି ଚୁରମାର୍
  • ||
  • ଶନିବାର ଏହି ସବୁ ଜିଲ୍ଲାରେ ବର୍ଷା : ବଢିବ ତାପମାତ୍ରା, କମିବ ଶୀତ
  • ||
  • ଭୟଙ୍କର ଦୁର୍ଘଟଣା : ମହାନଦୀ ପୋଲରେ ବୋଲେରୋକୁ ପିଟିଲା ଟ୍ରକ୍, ୫ ମୃତ
  • ||

STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର

2/12/2021 at 3:37 PM

ଭୁବନେଶ୍ବର ୨।୧୨: ଏସଟିଏଫ ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି । ଦୁର୍ଦ୍ଦାନ୍ତ ଅପରାଧୀ ଅନୀଲ ପାଣ୍ଡିର ଫଟୋ ଜାରି କଲା ଏସଟିଏଫ । ଗଞ୍ଜେଇ ବେପାର ସହ ଅନ୍ୟାନ୍ୟ କାରବାରରେ ସମ୍ପୃକ୍ତ ଗଞ୍ଜାମ ଜିଲ୍ଲାର ଅନୀଲ ପାଣ୍ଡି । ଅନୀଲ ସମ୍ପର୍କରେ ସୂଚନା ଦେଲେ ସୂଚନାକାରୀ ପୁରସ୍କୃତ ହେବେ । ସୂଚନାକାରୀଙ୍କ ନାମ ଗୋପନ ରଖାଯିବ । ସୂଚନା ଦେବାକୁ ହେଲ୍ପ ଲାଇନ୍ ନଂ-୭୮୯୪୪୨୩୬୧୦ ଜାରି କଲା ଏସଟିଏଫ ।

   Related Posts