ବଡ଼ ଖବର: ଆଜି ରାଜ୍ୟରେ କରୋନା ସଂକ୍ରମଣରୁ ସୁସ୍ଥ ହେଲେ ୧୧୫୦, ଗଞ୍ଜାମରୁ ରହିଛି ସର୍ବାଧିକ

Published By : Prameya-News7 Bureau | August 06, 2020 IST

ଭୁବନେଶ୍ୱର ୬/୮: ରାଜ୍ୟରେ ଆଉ ୧୧୫୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜି ଗଞ୍ଜାମରୁ ସର୍ବାଧିକ ୨୯୦ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୧୯୭, ରାୟଗଡାରୁ ୧୨୧, ସୁନ୍ଦରଗଡରୁ ୭୬, ଯାଜପୁରରୁ ୪୭, କୋରାପୁଟରୁ ୪୫, କଟକରୁ ୪୪, ପୁରୀରୁ ୪୦, ନୟାଗଡରୁ ୩୫, କେନ୍ଦୁଝରରୁ ୩୩, ବାଲେଶ୍ୱରରୁ ୨୫, କଳାହାଣ୍ଡିରୁ ୨୫, ମୟୂରଭଞ୍ଜରୁ ୨୪, ସମ୍ବଲପୁରୁ ୨୩, ବଲାଙ୍ଗିରରୁ ୨୨, ଭଦ୍ରକରୁ ୧୫, କନ୍ଧମାଳରୁ ୧୪, ଜଗତସିଂହପୁରରୁ ୧୧, କେନ୍ଦ୍ରପଡାରୁ ୧୧, ମାଲକାନଗିରିରୁ ୧୦, ନୂଆପଡାରୁ ୮, ବରଗଡରୁ ୭, ଢେଙ୍ଗାନାଳରୁ ୬, ଅନୁଗୁଳ ଓ ସୋନପୁରରୁ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

wp:core-embed/twitter {"url":"https://twitter.com/HFWOdisha/status/1291380613987971072?s=20","type":"rich","providerNameSlug":"twitter","className":""}
https://twitter.com/HFWOdisha/status/1291380613987971072?s=20
/wp:core-embed/twitter wp:core-embed/twitter {"url":"https://twitter.com/HFWOdisha/status/1291380615846064128?s=20","type":"rich","providerNameSlug":"twitter","className":""}
https://twitter.com/HFWOdisha/status/1291380615846064128?s=20
/wp:core-embed/twitter

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.