Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ତଳମୁହାଁ କରୋନା ଗ୍ରାଫ୍: ଓଡ଼ିଶାରେ ମଧ୍ୟ ହ୍ରାସ ପାଇଛି ସଂକ୍ରମଣ
  • ||

ବଡ଼ ଖବର: ଆଜି ରାଜ୍ୟରେ କରୋନା ସଂକ୍ରମଣରୁ ସୁସ୍ଥ ହେଲେ ୧୧୫୦, ଗଞ୍ଜାମରୁ ରହିଛି ସର୍ବାଧିକ

6/08/2020 at 8:38 PM

ଭୁବନେଶ୍ୱର ୬/୮: ରାଜ୍ୟରେ ଆଉ ୧୧୫୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜି ଗଞ୍ଜାମରୁ ସର୍ବାଧିକ ୨୯୦ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୧୯୭, ରାୟଗଡାରୁ ୧୨୧, ସୁନ୍ଦରଗଡରୁ ୭୬, ଯାଜପୁରରୁ ୪୭, କୋରାପୁଟରୁ ୪୫, କଟକରୁ ୪୪, ପୁରୀରୁ ୪୦, ନୟାଗଡରୁ ୩୫, କେନ୍ଦୁଝରରୁ ୩୩, ବାଲେଶ୍ୱରରୁ ୨୫, କଳାହାଣ୍ଡିରୁ ୨୫, ମୟୂରଭଞ୍ଜରୁ ୨୪, ସମ୍ବଲପୁରୁ ୨୩, ବଲାଙ୍ଗିରରୁ ୨୨, ଭଦ୍ରକରୁ ୧୫, କନ୍ଧମାଳରୁ ୧୪, ଜଗତସିଂହପୁରରୁ ୧୧, କେନ୍ଦ୍ରପଡାରୁ ୧୧, ମାଲକାନଗିରିରୁ ୧୦, ନୂଆପଡାରୁ ୮, ବରଗଡରୁ ୭, ଢେଙ୍ଗାନାଳରୁ ୬, ଅନୁଗୁଳ ଓ ସୋନପୁରରୁ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

   Related Posts