Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସିଦ୍ଧୁଙ୍କ ଇସ୍ତଫା ପତ୍ର ସ୍ଵୀକାର କଲେନି କଂଗ୍ରେସ ହାଇକମାଣ୍ଡ, ନିଜ ସ୍ତରରେ ସମାଧାନ କରିବାକୁ ରାଜ୍ୟ ନେତାଙ୍କୁ ଦେଲେ ନିର୍ଦ୍ଦେଶ
  • ||
  • IPL 2021: ଦିଲ୍ଲୀ କ୍ୟାପିଟାଲ୍ସର ବିଜୟରେ ଲାଗିଲା ବ୍ରେକ୍, ପନ୍ତଙ୍କ ଟିମ୍‌କୁ ୩ ଓ୍ଵିକେଟ୍‌ରେ ହରାଇଲା କୋଲକାତା ନାଇଟ୍ ରାଇଡର୍ସ
  • ||
  • କଂଗ୍ରେସରେ ମିଶିଲେ କହ୍ନେୟା କୁମାର ଓ ଜିଗ୍ନେଶ ମେଓ୍ଵାଣୀ, ରାହୁଲଙ୍କ ଉପସ୍ଥିତିରେ ଗ୍ରହଣ କଲେ ସଦସ୍ୟତା
  • ||
  • ହରିୟାଣା ଗୃହମନ୍ତ୍ରୀ ଅନିଲ ବିଜଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର, ଦିଲ୍ଲୀ ଏମ୍ସରେ ଭର୍ତ୍ତି
  • ||
  • ଖୋର୍ଦ୍ଧା : ଅଂଳେଇ ମନ୍ଦିରରୁ ଦାନବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲା ସୁନାବେଡ଼ା ଟିଟିଏସରେ ଛାତ୍ର ଅଶାନ୍ତି, ଷ୍ଟାଇପେଣ୍ଡ ଟଙ୍କା ନମିଳିବାରୁ ବିକ୍ଷୋଭ
  • ||
  • ଜଳେଶ୍ବର : ଅବକାରୀ ବିଭାଗ ଦ୍ଵାରା ୪ ଚୋରା ଦେଶୀ ମଦ ବେପାରୀ ଗିରଫ, ୨ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ
  • ||
  • ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଦୀପପାଳ ଗାଁରେ ଅଭାବନୀୟ ଘଟଣା, ଘର ଭିତରୁ ମିଳିଲା ନବ ବିବାହିତାଙ୍କ ମୃତଦେହ, ବାପଘର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ସାନଖେମୁଣ୍ଡି : ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ସୁଂଦୁରିଆପଲି ଗାଁ ନିକଟ ଋଷିକୁଲ୍ୟା ନଦୀରେ ବୁଡି ବୃଦ୍ଧା ମୃତ, ଶୌଚ ହେବାକୁ ଯାଇଥିବା ବେଳେ ବୁଡିଗଲେ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୭୯ ମୃତ
  • ||

ଭଲ ଖବର, ସୁସ୍ଥ ହେଲେ ଆଉ ୧୫୩୫ କରୋନା ଆକ୍ରାନ୍ତ

18/08/2020 at 7:33 PM

ଭୁବନେଶ୍ୱର, ୧୮|୦୮:   ମଙ୍ଗଳବାର ରାଜ୍ୟରେ ଆଉ ୧୫୩୫ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ମୋଟ୍ ଆରୋଗ୍ୟ ଲାଭ କରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୪୫୩୧୪ରେ ପହଁଚିଛି ।

ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଧାରୁ ୨୮୭, ସୁନ୍ଦରଗଡରୁ ୧୭୮, ଗଞ୍ଜାମରୁ ୧୫୬, କନ୍ଧମାଳରୁ ୧୦୫, ପୁରୀରୁ ୯୬, କଟକରୁ ୮୪,  କୋରାପୁଟରୁ ୭୩, ବରଗଡରୁ ୭୦, ନୟାଗଡରୁ ୬୩, ମାଲକାନଗିରିରୁ ୫୮, ବାଲେଶ୍ୱରରୁ ୫୨ ଜଣ ରହିଛନ୍ତି ।

ସେହିପରି କଳାହାଣ୍ଡିରୁ ୪୭, ଭଦ୍ରକରୁ ୪୨, ଯାଜପୁରରୁ ୩୯, ଗଜପତିରୁ ୨୭, କେନ୍ଦ୍ରାପଡାରୁ ୨୦, ସମ୍ବଲପୁରରୁ ୨୦, ଝାରସୁଗୁଡାରୁ ୧୯, ମୟୂରଭଞ୍ଜରୁ ୧୭, କେଉଁଝରରୁ ୧୭, ଢେଙ୍କାନାଳରୁ ୧୫, ରାୟଗଡାରୁ ୧୪, ନବରଙ୍ଗପୁରରୁ ୧୩, ବଲାଙ୍ଗୀରରୁ ୭, ବୌଦ୍ଧରୁ ୭, ଜଗତସିଂପୁରରୁ ୬, ନୂଆପଡାରୁ ୨ ଓ ସୋନପୁରରୁ ଜଣେ ଆରୋଗ୍ୟ ଲାଭ କରିଛନ୍ତି ।

   Related Posts