Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୮୬୫ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ

24/07/2021 at 8:48 PM

ଭୁବନେଶ୍ବର ୨୪/୦୭ : ରାଜ୍ୟରେ ସୁସ୍ଥ ହେଲେ ଆଉ ୧୮୬୫ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୯ ଲକ୍ଷ ୪୩ ହଜାର ୦୬୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୯୮ ଜଣ ରହିଛନ୍ତି ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୮୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬୫୭୧୫ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୮୨ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୭୮୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ୧୯୦୧୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୪୩ ହଜାର ୦୬୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୫୧୦୬୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts