Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଣ୍ଡଳିରୁ ଭାସି ଯାଇଛି ହାତୀ, ଠାବ ହୋଇପାରିନି ଅବସ୍ଥିତି
  • ||
  • ଅରିନ୍ଦମ ଦାସଙ୍କୁ ଶ୍ରଦ୍ଧାଞ୍ଜଳି, ଗୁରୁତରଙ୍କ ଆସୁ ଆରୋଗ୍ୟ କାମନା କରି ଭଦ୍ରକ ଜିଲ୍ଲା ସାମ୍ବାଦିକଙ୍କ କ୍ୟାଣ୍ଡେଲ ଶୋଭାଯାତ୍ରା
  • ||
  • ଉଦଳା : ନିଜେ ବିଷ ପିଇ ଦୁଇ ଶିଶୁ କନ୍ୟାଙ୍କୁ ପିଆଇଦେଲା, ଚିକିତ୍ସାଧିନ ଅବସ୍ଥାରେ ଚାଲିଗଲା ମା’ର ଜୀବନ
  • ||
  • କଟକ : ମୁଣ୍ଡଳୀରେ ବୋଟ୍ ଦୁର୍ଘଟଣାରେ ସମ୍ବାଦଦାତା ଅରିନ୍ଦମ୍ ଦାସଙ୍କ ଅକାଳ ବିୟୋଗ, ଗଜ ଉଦ୍ଧାର ଖବର ଆଣିବାକୁ ଓଡ୍ରାଫ୍ ଟିମ୍ ସହ ଯାଇଥିଲେ
  • ||
  • କଟକ : ମୁଣ୍ଡଳୀ ବ୍ୟାରେଜରେ ଫସିଥିବା ହାତୀକୁ ଉଦ୍ଧାର ବେଳେ ଓଲଟିଲା ଓଡ୍ରାଫ୍ ବୋଟ୍
  • ||
  • ଭୁବନେଶ୍ବର କୋର୍ଟ ପରିସର ୩ଦିନ ସିଲ୍, ଜୁଡିସିଆଲ୍ କର୍ମଚାରୀ ଓ ଆଇନଜୀବୀ କରୋନା ପଜିଟିଭ୍ ପରେ ପଦକ୍ଷେପ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୩୯ କୋଭିଡ୍ ପଜିଟିଭ୍
  • ||
  • ବିଜେପି ନେତା ଫଡନାଭୀସଙ୍କ ଶରଣରେ କଂଗ୍ରେସ ନେତା, କହିଲେ- ‘ଆମ ପ୍ରାର୍ଥୀଙ୍କୁ ଜିତିବାରେ ସାହାଯ୍ୟ କର’
  • ||
  • ଉପରମୁଣ୍ଡରେ ବର୍ଷା, ବଢୁଛି ହୀରାକୁଦର ଜଳସ୍ତର
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୯୬୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ

27/07/2021 at 10:07 PM

ଭୁବନେଶ୍ବର୨୭/୦୭ : ରାଜ୍ୟରେ ସୁସ୍ଥ ହେଲେ ଆଉ ୧୯୬୯ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୯ ଲକ୍ଷ ୪୯ ହଜାର ୩୫୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪୪୬ ଜଣ ରହିଛନ୍ତି ।

 ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୬୨୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୦୮୧୪ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୩୯ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୬୯୦ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ୧୭୭୪୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୪୯ ହଜାର ୩୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୭୧୮୮୯୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts