Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

ରାଜ୍ୟରେ କରୋନା ସ୍ଥିତି ସଙ୍ଗୀନ : ଆଉ ୨ ଆକ୍ରାନ୍ତଙ୍କ ମୃତ୍ୟୁ, ୩୬ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

5/07/2020 at 10:51 AM

ଭୁବନେଶ୍ବର ୪।୭: ରାଜ୍ୟରେ ସଙ୍ଗୀନ ହେଉଛି କରୋନା ସ୍ଥିତି । ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ଦିନକୁ ଦିନ ବଢି ବଢି ଚାଲିଛି । ୨୪ ଘଣ୍ଟା ମଧ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୩୬ ଜଣଙ୍କ ଜୀବନ ଗଲାଣି । ମୃତଙ୍କ ମଧ୍ୟରୁ ଗଜପତି ଓ ସୁନ୍ଦରଗଡ଼ ଜିଲ୍ଲାର ବୋଲି ଜଣେ ଲେଖାଏଁ ସଂକ୍ରମିତ ରହିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି ।

ସୂଚନା ମୁତାବିକ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୦୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୦୯୦ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୯୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୩୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

   Related Posts