Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୦ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ, ୧୫ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୩୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୮୮ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି
  • ||
  • ରାଜ୍ୟରେ ୯ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୮୪୫ କୋଭିଡ୍ ପଜିଟିଭ୍, ୧୧୯୬୧୪୦ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଓଭରବ୍ରିଜ୍‌ରୁ ୩୦ଫୁଟ ତଳକୁ ଖସିଲା କାର୍, ଦୁର୍ଘଟଣାରେ ଗାଡି ଭାଙ୍ଗିରୁଜି ଚୁରମାର୍
  • ||
  • ଶନିବାର ଏହି ସବୁ ଜିଲ୍ଲାରେ ବର୍ଷା : ବଢିବ ତାପମାତ୍ରା, କମିବ ଶୀତ
  • ||
  • ଭୟଙ୍କର ଦୁର୍ଘଟଣା : ମହାନଦୀ ପୋଲରେ ବୋଲେରୋକୁ ପିଟିଲା ଟ୍ରକ୍, ୫ ମୃତ
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୦୩ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ

30/11/2021 at 7:01 PM

ଭୁବନେଶ୍ବର ୩୦/୧୧ : ରାଜ୍ୟରେ ସୁସ୍ଥ ହାର ଲଗାତାର ଭାବେ ବୃଦ୍ଧିପାଇବାରେ ଲାଗିଛି । ଏହି କ୍ରମରେ ମଙ୍ଗଳବାର ସୁସ୍ଥ ହୋଇଛନ୍ତି ଆଉ ୨୦୩ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୩୮ ହଜାର ୫୦୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୦୭ ଜଣ ରହିଛନ୍ତି ।

   Related Posts