Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୦୫ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ

14/11/2021 at 7:41 PM

ଭୁବନେଶ୍ବର ୧୪/୧୧ : ରାଜ୍ୟରେ ସୁସ୍ଥ ହାର ଲଗାତାର ଭାବେ ବୃଦ୍ଧିପାଇବାରେ ଲାଗିଛି । ଏହି କ୍ରମରେ ରବିବାର ସୁସ୍ଥ ହୋଇଛନ୍ତି ଆଉ ୨୦୫ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୩୪ ହଜାର ୫୦୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୫୯ ଜଣ ରହିଛନ୍ତି ।

   Related Posts