ଭୁବନେଶ୍ବର ୦୫/୧୨ : ରାଜ୍ୟରେ ସୁସ୍ଥ ହାର ଲଗାତାର ଭାବେ ବୃଦ୍ଧିପାଇବାରେ ଲାଗିଛି । ଏହି କ୍ରମରେ ରବିବାର ସୁସ୍ଥ ହୋଇଛନ୍ତି ଆଉ ୨୧୨ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୩୯ ହଜାର ୬୭୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୮୮ ଜଣ ରହିଛନ୍ତି ।
wp:embed {"url":"https://twitter.com/HFWOdisha/status/1467467874432208896","type":"rich","providerNameSlug":"twitter","responsive":true} /wp:embedସମ୍ବଲପୁରରେ ଜମୁଛି ମହାଲଢେଇ, ଦେବଗଡ଼ରେ ବବି ଏବଂ ଆଠମଲ...