Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପି ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା : ଇସ୍ତଫା ଦେଲେ ଆରପିଏନ୍ ସିଂହ, ବିଜେପିରେ ହେବେ ସାମିଲ୍
  • ||
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||
  • ଇନ୍ଦୋରରେ ଓମିକ୍ରନ୍ ଭାରିଆଣ୍ଟର ନୂଆ ଷ୍ଟ୍ରେନ୍, ୬ ଶିଶୁଙ୍କ ସମେତ ୧୨ ରୋଗୀ ସଂକ୍ରମିତ
  • ||
  • କରଞ୍ଜିଆ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ : ଭାଙ୍ଗିଲା ଘର, ନଷ୍ଟ କଲା ଫସଲ
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୧୮ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ

7/12/2021 at 7:29 PM

ଭୁବନେଶ୍ବର ୦୭/୧୨ : ରାଜ୍ୟରେ ସୁସ୍ଥ ହାର ଲଗାତାର ଭାବେ ବୃଦ୍ଧିପାଇବାରେ ଲାଗିଛି । ଏହି କ୍ରମରେ ମଙ୍ଗଳବାର ସୁସ୍ଥ ହୋଇଛନ୍ତି ଆଉ ୨୧୮ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୪୦ ହଜାର ୧୩୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୯୦ ଜଣ ରହିଛନ୍ତି ।

   Related Posts