Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖୋର୍ଦ୍ଧା : ଅଂଳେଇ ମନ୍ଦିରରୁ ଦାନବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲା ସୁନାବେଡ଼ା ଟିଟିଏସରେ ଛାତ୍ର ଅଶାନ୍ତି, ଷ୍ଟାଇପେଣ୍ଡ ଟଙ୍କା ନମିଳିବାରୁ ବିକ୍ଷୋଭ
  • ||
  • ଜଳେଶ୍ବର : ଅବକାରୀ ବିଭାଗ ଦ୍ଵାରା ୪ ଚୋରା ଦେଶୀ ମଦ ବେପାରୀ ଗିରଫ, ୨ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ
  • ||
  • ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଦୀପପାଳ ଗାଁରେ ଅଭାବନୀୟ ଘଟଣା, ଘର ଭିତରୁ ମିଳିଲା ନବ ବିବାହିତାଙ୍କ ମୃତଦେହ, ବାପଘର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ସାନଖେମୁଣ୍ଡି : ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ସୁଂଦୁରିଆପଲି ଗାଁ ନିକଟ ଋଷିକୁଲ୍ୟା ନଦୀରେ ବୁଡି ବୃଦ୍ଧା ମୃତ, ଶୌଚ ହେବାକୁ ଯାଇଥିବା ବେଳେ ବୁଡିଗଲେ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୭୯ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୫ କୋଭିଡ୍ ପଜିଟିଭ୍
  • ||
  • ରାଜ୍ୟରେ ଏବେ କମିବନି ବର୍ଷା, ଆସୁଛି ଆଉ ଏକ ଲଘୁଚାପ
  • ||
  • ବଳଙ୍ଗା ଥାନାରେ ବିସ୍ଫୋରଣ : ଫାଟିଗଲା କାନ୍ଥ, ଆସବାବପତ୍ର ନଷ୍ଟ
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୨୦୪ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ

26/07/2021 at 7:56 PM

ଭୁବନେଶ୍ବର ୨୬/୦୭ : ରାଜ୍ୟରେ ସୁସ୍ଥ ହେଲେ ଆଉ ୨୨୦୪ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୯ ଲକ୍ଷ ୪୭ ହଜାର ୩୮୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪୮୯ ଜଣ ରହିଛନ୍ତି ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୬୩୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬୯୧୮୫ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୪୯ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୬୮୮ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।  ୧୮୩୮୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୪୭ ହଜାର ୩୮୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୬୫୬୨୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts