Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୟଙ୍କର ଦୁର୍ଘଟଣା : ମହାନଦୀ ପୋଲରେ ବୋଲେରୋକୁ ପିଟିଲା ଟ୍ରକ୍, ୫ ମୃତ
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୨୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ

29/11/2021 at 8:31 PM

ଭୁବନେଶ୍ବର ୨୯/୧୧ : ରାଜ୍ୟରେ ସୁସ୍ଥ ହାର ଲଗାତାର ଭାବେ ବୃଦ୍ଧିପାଇବାରେ ଲାଗିଛି । ଏହି କ୍ରମରେ ସୋମବାର ସୁସ୍ଥ ହୋଇଛନ୍ତି ଆଉ ୨୨୧ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୩୮ ହଜାର ୩୦୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୨୦ ଜଣ ରହିଛନ୍ତି ।

   Related Posts