Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୩୧୭ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ

16/07/2021 at 7:30 PM

ଭୁବନେଶ୍ବର୧୬/୦୭ : ରାଜ୍ୟରେ ସୁସ୍ଥ ହେଲେ ଆଉ ୨୩୧୭ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୯ ଲକ୍ଷ ୨୫ ହଜାର ୫୨୬ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪୮୦ ଜଣ ରହିଛନ୍ତି ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୦୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୪୯୯୨୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯୫ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୮୭୫ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ୨୧୭୪୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୨୫ ହଜାର ୫୨୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୪୯୧୫୫୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts