ଭୁବନେଶ୍ବର ୨୭/୧୦ : ରାଜ୍ୟରେ ସୁସ୍ଥ ହାର ଲଗାତାର ଭାବେ ବୃଦ୍ଧିପାଇବାରେ ଲାଗିଛି । ଏହି କ୍ରମରେ ଆଜି ସୁସ୍ଥ ହୋଇଛନ୍ତି ଆଉ ୩୩୪ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୨୭ ହଜାର ୧୦୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୫୯ ଜଣ ରହିଛନ୍ତି ।
wp:embed {"url":"https://twitter.com/HFWOdisha/status/1453314465164709890","type":"rich","providerNameSlug":"twitter","responsive":true} /wp:embedକୋରାପୁଟ ସେମିଳିଗୁଡାରେ ଭି.କେ ପାଣ୍ଡିଆନ୍, ନିର୍ବାଚନ...