Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୩୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ

12/11/2021 at 8:16 PM

ଭୁବନେଶ୍ବର ୧୨/୧୧ : ରାଜ୍ୟରେ ସୁସ୍ଥ ହାର ଲଗାତାର ଭାବେ ବୃଦ୍ଧିପାଇବାରେ ଲାଗିଛି । ଏହି କ୍ରମରେ ସୋମବାର ସୁସ୍ଥ ହୋଇଛନ୍ତି ଆଉ ୩୩୯ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୩୩ ହଜାର ୯୯୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୭୦ ଜଣ ରହିଛନ୍ତି ।

   Related Posts