Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଜିବ ଓ ରଶିଦଙ୍କ ଘାତକ ବୋଲିଂ, ସ୍କଟଲାଣ୍ଡକୁ ୧୩୦ ରନରେ ହରାଇଲା ଆଫଗାନିସ୍ତାନ
  • ||
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୪୬୪ କରୋନା ଆକ୍ରାନ୍ତ, ଚିନ୍ତା ବଢାଉଛି ସଂକ୍ରମଣ ବୃଦ୍ଧି

25/04/2021 at 6:46 PM

ଭୁବନେଶ୍ବର ୨୫/୦୪ : ରାଜ୍ୟରେ ରବିାର ସୁସ୍ଥ ହୋଇଛନ୍ତି ଆଉ ୩୪୬୪ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ରାଜ୍ୟରେ ଏଯାଏଁ ମୋଟ ୩ ଲକ୍ଷ ୬୨ ହଜାର ୯୩୧ ଜଣ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍‌ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଖୋର୍ଦ୍ଧାରୁ ସର୍ବାଧିକ ୫୪୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୧୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୭୪୫୭ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୪୬ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୫୭୦ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

   Related Posts