Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ସିରିଆ ଡ୍ରୋନ୍ ଆଟାକ୍‌: ଅଲକାଏଦାର ବରିଷ୍ଠ ନେତା ଅବଦୁଲ ହମିଦ ଅଲ-ମାତାର ମୃତ
  • ||
  • ନିଶ୍ଚିନ୍ତକୋଇଲିରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ଫସଲ
  • ||
  • ମନୀଷ ଅନୁରାଗ ହତ୍ୟା ମାମଲା : ସାଉଥ୍‌ ସିଟି ବାର୍‌ ମାଲିକ ଓ ପରିଚାଳନା କରୁଥିବା ପ୍ରସନ୍ନ ବେହେରା ଗିରଫ
  • ||
  • ଅନ୍ୟ ରାଜ୍ୟର ଜେଲକୁ ସ୍ଥାନାନ୍ତର ହେଉଛନ୍ତି ଆତଙ୍କବାଦୀ : ଜମ୍ମୁ-କାଶ୍ମୀରରୁ ୨୬ ଆତଙ୍କୀଙ୍କୁ ପଠାଗଲା ଆଗ୍ରା
  • ||
  • କମୁଛି ପାରଦ, ଆଗକୁ ବଢିବ ଶୀତ
  • ||
  • ଟି୨୦ ବିଶ୍ୱକପ : ଅସଲ ଲଢେଇ ଆରମ୍ଭ, ସୁପର ୧୨ର ପ୍ରଥମ ମୁକାବିଲାରେ ଅଷ୍ଟ୍ରେଲିଆ ବନାମ ଦକ୍ଷିଣ ଆଫ୍ରିକା
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୪୬୪ ଆକ୍ରାନ୍ତ, କରୋନା ଗ୍ରାଫ୍‌ ଉପର ମୁହାଁ

24/04/2021 at 7:24 PM

ଭୁବନେଶ୍ବର ୨୪/୦୪ : ରାଜ୍ୟରେ ଶନିବାର ସୁସ୍ଥ ହୋଇଛନ୍ତି ଆଉ ୩୪୬୪ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୩ ଲକ୍ଷ ୫୯ ହଜାର ୪୬୭ ଜଣ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୬୪୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୧୩୪୧ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୫୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୭୯୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏଥି ମଧ୍ୟରୁ ୪୩୩୦୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୫୯୪୬୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୮୩୪୪୮୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts